ଓଡିଶାରେ ହେବନି ହାଇକୋର୍ଟ ବେଞ୍ଚ

ରାଜ୍ୟରେ ହେବନି ହାଇକୋର୍ଟ ବେଞ୍ଚ। ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ରାଜ୍ୟରେ ହାଇକୋର୍ଟ ବେଞ୍ଚ ହେବନି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ କହିଛନ୍ତି। ବିଧାନସଭାରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ପ୍ରଶ୍ନ ଥିଲା ଯେ ଓଡ଼ିଶା ହାଇକୋର୍ଟର ସର୍କିଟ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ଏବଂ ଏ ଦିଗରେ କଣ ପଦକ୍ଷେପ ନିଆଯାଇଛି। ତେବେ ଏହା ପରେ ଏପରି କିଛି ଇଙ୍ଗିତ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

You might also like