ଖୁସ୍‌ବୁ ସୁନ୍ଦର ହେଲେ ଜାତୀୟ ମହିଳା ଆୟୋଗ ସଦସ୍ୟ|

ଭାଜପା ନେତା ତଥା ଅଭିନେତ୍ରୀ ଖୁସ୍‌ବୁ ସୁନ୍ଦରଙ୍କୁ ଜାତୀୟ ମହିଳା ଆୟୋଗ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି। ଭାଜପାର ଜାତୀୟ କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ଖୁସ୍‌ବୁ ନିଯୁକ୍ତିର ବିଜ୍ଞପ୍ତିକୁ ଟୁଇଟରରେ ପୋଷ୍ଟ କରି ଖୁସି ବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି।

You might also like