ରାଜ୍ୟରେ ବର୍ଷକୁ ବାହାରୁଛନ୍ତି ୫୫ ହଜାର କ୍ୟାନ୍ସର ରୋଗୀ
ବିଶ୍ଵ କ୍ୟାନ୍ସର ଦିବସରେ ଓଡିଶାକୁ ନେଇ ଆସିଥିବା ତଥ୍ୟ ଅନୁସାରେ, ରାଜ୍ୟରେ ବର୍ଷକୁ ବାହାରୁଛନ୍ତି ୫୫ ହଜାର କ୍ୟାନ୍ସର ରୋଗୀ । ୨୦୨୫-୨୬ ବର୍ଷରେ ରାଜ୍ୟରେ ସର୍ବାଧିକ ମୁଖ ଗହ୍ୱର କର୍କଟ ଚିହ୍ନଟ ହେଉଛନ୍ତି । ୨୦୨୫-୨୬ ଜାନୁଆରୀ ସୁଦ୍ଧା ରାଜ୍ୟରେ ୨୩ ହଜାର ୧୩୧ ଜଣ କ୍ୟାନ୍ସର ରୋଗୀ ଚିହ୍ନଟ ହୋଇଛନ୍ତି ।ସବୁଠୁ ଅଧିକ କ୍ୟାନ୍ସର ରୋଗୀ କଟକରୁ ଚିହ୍ନଟ ହୋଇଛନ୍ତି । କଟକରୁ ୪୭୭୯ ରୋଗୀ ରହିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରେ ୧୮୭୮, ଯାଜପୁରରେ ୧୧୫୩, ଜଗତସିଂହପୁରରେ ୧୮୨୨, ବାଲେଶ୍ଵରରେ ୧୫୪୬ ଓ ଭଦ୍ରକରେ ୧୪୩୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି ।