ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି 

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ମୋଟ କର୍ମଚାରୀ ସଂଖ୍ୟା ୫ ଲକ୍ଷ ୯୬ ହଜାର ଥିବା ବେଳେ ପ୍ରାୟ ଏହାର ଅଧା ସଂଖ୍ୟକ ପଦବୀ ଖାଲି ରହିଛି।

  • ସେହିଭଳି ସ୍କୁଲ ଓ ଗଣଶିକ୍ଷା ବିଭାଗରେ ୬୩ହଜାର ୪୬୫ ପଦବୀ
  • ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୩୯ହଜାର ୧୨୭ ପଦବୀ
  • ଗୃହ ବିଭାଗରେ ୧୯ହଜାର ୬୬୯ ପଦବୀ
  • ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗରେ ୧୧ହଜାର ୮୧୦
  • ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୭ହଜାର ୬୫ ପଦବୀ
  • ଉଚ୍ଚଶିକ୍ଷା ବିଭାଗରେ ୩ହଜାର ୭୬୧ ପଦବୀ

You might also like