ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।

ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିଛି। ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ବର୍ଷା ଲାଗିରହିଛି।ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।

କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣି ଜାରି ହୋଇଛି।

ସେହିପରି ୫ ତାରିଖଠାରୁ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଗତକାଲି ସକାଳଠାରୁ ଆଜି ପୂର୍ବାହ୍ନ ମଧ୍ୟରେ ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୧୪୦ ମିମି ବର୍ଷା ହୋଇଛି।

You might also like