ଅକ୍ଷୟ ତୃତୀୟା ପୂର୍ବରୁ ବଢିଲା ସୁନା ରୁପା ମୂଲ୍ୟ
ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୁପାର ନୂଆ ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୪୨ ହଜାର ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୫୫ ହଜାର ୭୮୦ ଟଙ୍କା ରହିଛି ।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୭୫,୦୦୦ ଟଙ୍କା ହୋଇଛି ।