ଅର୍ଚ୍ଚନା ନାଗଙ୍କ ଘରେ ED ଚଢ଼ାଉ ଜାରି
ଅର୍ଚ୍ଚନା ନାଗଙ୍କ ଘରେ ଇଡିର ଚଢାଉ । ୨୦୨୨ ଅର୍ଥ କାରବାର ମାମଲାରେ ଘାଣ୍ଟୁଛି ଇଡି । ପୂର୍ବରୁ ଘର ଛାଡିବା ପାଇଁ ଇଡି ନିର୍ଦ୍ଦେଶ ଦେଇଥିଲା । ଅର୍ଚ୍ଚନା ନାଗ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ସୂଚନା ମିଳିଛି । ନିର୍ଦ୍ଦେଶ ଅବମାନନା ପରେ ଇଡି ଘର ସିଜ କରିପାରେ ବୋଲି ସୂଚନା ମିଳିଛି । ଘରର ଆସବାବପତ୍ରର ଯାଞ୍ଚ ଚାଲିଛି । ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ବ୍ଲାକମେଲ କରି ଟଙ୍କା ଆଦାୟ କରୁଥିଲେ । ଗୁପ୍ତ ଭିଡିଓ ରଖି ବ୍ଲାକମେଲ୍ କରୁଥିଲେ ଅର୍ଚ୍ଚନା । ଜାନୁଆରୀ ୨୦୨୩ରେ ଘର ଆଟାଚ କରିଥିଲା ED ।
