ଆଜି ମିଳିବ ‘ସୁଭଦ୍ରା’ ଟଙ୍କା
ଆଜି ମିଳିବ ‘ସୁଭଦ୍ରା’ ଟଙ୍କା । ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆଜି ଜୟପୁରରୁ ଆରମ୍ଭ ହେବ ସୁଭଦ୍ରାର ତୃତୀୟ କିସ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଜି ଜୟପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଆଜି ୧୧ଟାବେଳେ ବାଙ୍କବିଜା ପଡ଼ିଆରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ସୁଭଦ୍ରା ଟଙ୍କାର ତୃତୀୟ କିସ୍ତି ବାଣ୍ଟିବେ ।