ଆସନ୍ତା ନଭେମ୍ବର ୧୧ ରେ ହେବ ନୂଆପଡା ଉପନିର୍ବାଚନ
ନୂଆପଡ଼ା ଉପ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ଆସନ୍ତା ନଭେମ୍ବର ୧୧ ରେ ହେବ ନୂଆପଡା ଉପନିର୍ବାଚନ | ଘୋଷଣା କଲେ ନିବରଚନା କମିଶନ | ଏହା ସହ ବିହାର ବିଧାନସଭା ନିର୍ବାଚନ ହେବ। ଏଥର ୨ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ । ନଭେମ୍ବର ୬ ଏବଂ ୧୧ ତାରିଖରେ ମତଦାନ ହେବ ଏବଂ ନଭେମ୍ବର ୧୪ ତାରିଖରେ ଫଳାଫଳ ଘୋଷଣା କରାଯିବ।
ପ୍ରଥମ ପର୍ଯ୍ୟାୟ ଭୋଟ୍ – ନଭେମ୍ବର ୬ ତାରିଖ
ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ – ନଭେମ୍ବର ୧୧ ତାରିଖ
ବିହାର ନିର୍ବାଚନର ଫଳାଫଳ – ନଭେମ୍ବର ୧୪ ତାରିଖ
