ଇ-କେୱାଇସି କରିନଥିଲେ ମିଳିବନି ଚାଉଳ: ମନ୍ତ୍ରୀ
ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାନ୍ତି । ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ ଦିଆଯିବନି । କେନ୍ଦ୍ର ସରକାରଇ- କେୱାଇସି ବନ୍ଦ କରିଛନ୍ତି, ସମୟ ବଢେଇଲେ ଆମେ ବଢେଇବୁ । ବାଦ ପଡିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ ।ସୂଚନା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
