କଟକ ଦୁର୍ଗାପୂଜା ପାଇଁ ୧୨୨ ପ୍ଲାଟୁନ ଫୋର୍ସ ମୁତୟନ
କଟକ ଦୁର୍ଗାପୂଜା ପାଇଁ ମୁତୟନ ହେବେ୧୨୨ ପ୍ଲାଟୁନ ଫୋର୍ସ । ୨ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମଧ୍ୟ ସୁରକ୍ଷା ପାଇଁ ମୁତୟନ ରହିବେ । ପୂଜା ପାଇଁ ସହରରେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି । ମହିଳା ଓ ଶିଶୁଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ରହିବ ।ପୂଜା ପାଇଁ ସହରରେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି। ମହିଳା ଓ ଶିଶୁଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ରହିବ। ସୁରକ୍ଷା ପାଇଁ CCTV ଓ ଡ୍ରୋନ୍ ର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ । ୩୯ ଟି ଏଡ୍ ପୋଷ୍ଟ ରହିବ।ଟ୍ରାଫିକ ପାଇଁ ରହିବ ସ୍ଵତନ୍ତ୍ର ବ୍ୟବସ୍ଥା।ସହର ରେ ୩୫ ଟି ପାର୍କିଂ ପ୍ଲେସ ଚିହ୍ନଟ ହୋଇଛି।
