କମିଗଲା ସୁନା ରେଟ୍‌!

ନବରାତ୍ରି ଏବଂ ଦଶହରା ପର୍ବ ପରେ ସୁନା ମୂଲ୍ୟ ହଠାତ ହ୍ରାସ ପାଇଛି। ଗତ କିଛି ଦିନ ଧରି ବୃଦ୍ଧି ପାଉଥିବା ସୁନାର ମୂଲ୍ୟ 3 ଅକ୍ଟୋବର, 2025 ରେ ହ୍ରାସ ପାଇଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୮,୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୦୮,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୮,୦୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୦୮,୨୦୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୧,୦୦୦ ଟଙ୍କା ହୋଇଛି ।