ଧାର୍ଯ୍ୟ ଦର ଠାରୁ ଅଧିକ ବସ୍ ଭଡ଼ା ନେଲେ କାର୍ଯ୍ୟାନୁଷ୍ଠାନ-ପରିବହନ ମନ୍ତ୍ରୀ
ପରିବହନ ମନ୍ତ୍ରୀଙ୍କ ଚେତାବନୀ । ଧାର୍ଯ୍ୟ ଦର ଠାରୁ ଅଧିକ ବସ୍ ଭଡ଼ା ନେଲେ ହେବ କାର୍ଯ୍ୟାନୁଷ୍ଠାନ । ତେଲ ଦର ବୃଦ୍ଧି ଯୋଗୁଁ ୨% ବସ୍ ଭଡ଼ା ବୃଦ୍ଧି ହୋଇଛି। ଏହା ସତ୍ତ୍ବେ ବି ବିଭିନ୍ନ ସ୍ଥାନରୁ ଲୋକଙ୍କ ଠାରୁ ମନଇଚ୍ଛା ବସ ଭଡ଼ା ଆଦାୟ କରାଯାଉଥିବା ଅଭିଯୋଗ ଆସୁଛି ।ଅଧିକ ନଦେଇ ସଠିକ ଭଡା ଦେଇ ଯାତ୍ରା କରିବାକୁ ମନ୍ତ୍ରୀ ଅପିଲ କରିଛନ୍ତି । ଦେଶରେ ଯୁଦ୍ଧ ପାଇଁ ଡିଜେଲ , ପେଟ୍ରୋଲ ଦର ବୃଦ୍ଧି ପାଉଛି । ଆଗକୁ ଆହୁରି ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି ।