ନବୀନ ନିବାସରେ ଶୁକ୍ରବାର କଳାକାରଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି

ନବୀନ ନିବାସରେ ଜମିଲା ଓଡ଼ିଆ କଳାକାରଙ୍କ ଭିଡ଼। ଶୁକ୍ରବାର ସକାଳୁ ସକାଳୁ ଅନେକ ସିନେ ଅଭିନେତା ଏବଂ ଗୀତିକାରମାନଙ୍କୁ ନବୀନ ନିବାସକୁ ନିମନ୍ତ୍ରଣ କରାଯାଇଥିଲା। ସିନେ ଅଭିନେତା ଏବଂ ଗୀତିକାରମାନଙ୍କୁ ନବୀନ ନିବାସକୁ ଡ଼କରା ହୋଇଛି।

ଅଭିନେତା ସ୍ୱରାଜ ବାରିକ, ଅମ୍ଲାନ ଦାସ, ସମ୍ବିତ, ଦେବାଶିଷ, କମେଡିଆନ ସନ୍ତୁ, ଶଙ୍କର, ଗୁଡୁ ଓ ଅଭିନେତ୍ରୀ ଭୂମିକା, ଲିପ୍ସା ଓ ନିକିତା ଆସିଛନ୍ତି। ଏଥିରେ ହାସ୍ୟ କଳାକାର ସହ ଏବଂ ୟୁଟ୍ୟୁବର ମାନେ ମଧ୍ୟ ଉପସ୍ଥିତ ଅଛନ୍ତି।