ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଇଟାମାଟି ଥାନା ପକ୍ଷରୁ ବୃକ୍ଷ ରୋପଣ 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଓଡ଼ିଶାର ରେକର୍ଡ । କୋଟିଏରୁ ଉର୍ଦ୍ଧ୍ୱ ବୃକ୍ଷରୋପଣ କରି ଗିନିଜ ବୁକ୍ ରେକର୍ଡ କଲା ଓଡିଶା। ଆଜି ପୂର୍ବାହ୍ନରେ ଏକାମ୍ର କଲେଜ ପରିସରରୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଲେ ମୁଖ୍ୟମନ୍ତ୍ରୀ।  ସେପ୍ଟେମ୍ବର ୩୦ ତାରିଖ ଯାଏ ବୃକ୍ଷରୋପଣ କାର୍ଯ୍ୟକ୍ରମ ହାତକୁ ନିଆଯିବ।

ତେବେ ନୟାଗଡ଼  ଇଟାମାଟି ଥାନାରେ Sdpo ଜୋତିରଞ୍ଜନ ସାମନ୍ତରାୟ ଙ୍କ ନେତୃତ୍ୱରେ ବୃକ୍ଷରୋପଣ କରାଯାଇଛି। ଏଥିରେ ଇଟାମାଟି ଥାନାର ସମସ୍ତ ଷ୍ଟାଫ୍ ଯୋଗ ଦେଇଥିଲେ।