ପୁଣି ବଢ଼ିଲା ସୁନା ରେଟ
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୦୨,୩୩୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୯୩ ,୮୦୦ ଟଙ୍କା ଛୁଇଁଛି।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୨,୩୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୩,୮୦୦ ଟଙ୍କାକୁ ପହଞ୍ଚିଛି।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୬,୦୦୦ ଟଙ୍କା ହୋଇଛି ।