ପୁରୀ, ଭୁବନେଶ୍ୱର ଓ କଟକକୁ ନେଇ ମେଟ୍ରୋ ପରିକଳ୍ପନା କରିଛୁ’ : ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର

ନୂଆ ରୂପରେ ଆସିବ ମେଟ୍ରୋ ।ଭୁବେନେଶ୍ୱର ସହ ପୁରୀ ଓ କଟକକୁ ନେଇ ଟ୍ରାଇ ସିଟିର ପରିକଳ୍ପନା କରୁଛନ୍ତି ସରକାର। ଏହା କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର।  ଆଗାମୀ ଦିନରେ ଭୁବେନେଶ୍ୱର, ପୁରୀ, କଟକ ଓ ପାରାଦ୍ୱୀପ ଇକୋନୋମିକାଲ ରିଜନ ହେବ । ଏଥିରେ ରାଜ୍ୟର ସବୁ ପ୍ରକାର ଇକୋନୋମିକ ଗ୍ରୋଥ ହେବ । ମେଟ୍ରୋକୁ ଆମ ସରକାର ବନ୍ଦ କରିନି ଏହାକୁ ସ୍ଥଗିତ ରଖାଯାଇଛି। ଭୁବେନେଶ୍ୱର ସହ ପୁରୀ ଓ କଟକକୁ ନେଇ ଟ୍ରାଇ ସିଟିର ପରିକଳ୍ପନା କରୁଛନ୍ତି ସରକାର। ଏହା କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର।  ଆଗାମୀ ଦିନରେ ଭୁବେନେଶ୍ୱର, ପୁରୀ, କଟକ ଓ ପାରାଦ୍ୱୀପ ଇକୋନୋମିକାଲ ରିଜନ ହେବ । ଏଥିରେ ରାଜ୍ୟର ସବୁ ପ୍ରକାର ଇକୋନୋମିକ ଗ୍ରୋଥ ହେବ । ମେଟ୍ରୋକୁ ଆମ ସରକାର ବନ୍ଦ କରିନି ଏହାକୁ ସ୍ଥଗିତ ରଖାଯାଇଛି।