ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପାରେଟର
ବେଗୁନିଆ ତହସିଲରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ଜୟସିଂହ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଅତିରିକ୍ତ ତହସିଲଦାରଙ୍କ ନାମରେ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାହୋଇଛନ୍ତି ସ୍ମୃତି।୩ ଡିଏସ୍ପି, ୨ ଇନ୍ସପେକ୍ଟର ଚଢ଼ାଉରେ ସାମିଲ ହୋଇଛନ୍ତି। ଏହି ସମୟରେ ଖୋର୍ଦ୍ଧା ଓ ଭୁବନେଶ୍ୱର ମିଳିତ ଭିଜିଲାନ୍ସ ଟିମ ଚଢାଉ କରି ୮ ହଜାର ଟଙ୍କା ଜବତ କରିଥିଲେ।
