ଭିଜିଲାନ୍ସ ହାତରେ ଧରାପଡିଲେ ନୟାଗଡ଼ ଜିଲ୍ଲା ଭାପୁର ଗ୍ରାମ୍ୟ ନିର୍ମାଣ ବିଭାଗ କନିଷ୍ଠ ଯନ୍ତ୍ରୀ
ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରେ ରାସ୍ତା ନିର୍ମାଣ କରୁଥିବା ଠିକାଦାରଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନୟାଗଡ଼ ଜିଲ୍ଲା ଭାପୁର ଗ୍ରାମ୍ୟ ନିର୍ମାଣ ବିଭାଗ କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ପ୍ରାଇଭେଟ୍ କର୍ମଚାରୀ ଆଶୁତୋଷ ବଳିଆର ସିଂହ।