ଶ୍ରୀମନ୍ଦିରକୁ ରେଡ ଜୋନ ଘୋଷଣା
ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜଭୁତ କରିବା ପାଇଁ ପଦକ୍ଷେପ ନିଆଯାଇଛି । ରେଡ ଜୋନ ଅବଧି ୩ ବର୍ଷା ୨୦୨୮ ସେପ୍ଟେମ୍ବର ୨୫ ଯାଏଁ ବୈଧତା ରହିଛି । ପୂର୍ବରୁ ଶ୍ରୀମନ୍ଦିର ଉପରକୁ ଫ୍ଲାଇଂ ଜୋନ ଘୋଷଣା କରାଯାଇଥିଲା । ପୂର୍ନବାର ଶ୍ରୀମନ୍ଦିର ଉପରକୁ ନିଷିଧାଞ୍ଚଳ କରିବାକୁ ଆବେଦନ କରାଯିବ।
ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋଫ୍ଲାଇଂ ଜୋନ୍ ଭାବେ ଘୋଷଣା କରାଯାଇଥିବା ବେଳେ ଏବେ RED ZONE ଘୋଷଣା ହେବା ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି। ଗତକାଲି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ବେଳେ ପୁରୀ ଏସପିଙ୍କ ନିର୍ଦ୍ଦେଶକ୍ରମେ ଅପରେଟ୍ କରୁଥିବା ଅପରେଟରକୁ ଧରିବାରେ ପୁରୀ ପୋଲିସ ସଫଳ ହୋଇଥିଲା।
