ସର୍ଜରୀ ବିଭାଗକୁ ଚିକିତ୍ସା ପାଇଁ ଆସିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀ

ସର୍ଜରୀ ବିଭାଗକୁ ଚିକିତ୍ସା ପାଇଁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡି। କୌଣସି ଏକ ଅସ୍ତ୍ରୋପଚାର ପାଇଁ ସେ ଆସିଥିବା ସୂଚନାରୁ ଜଣାପଡ଼ିଛି। ଏନେଇ ସନ୍ଧ୍ୟାରେ ଏସ୍‌ସିବି କର୍ତ୍ତୃପକ୍ଷ ସୂଚନା ଦେବେ।