ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

ଓଲିଉଡର ଲୋକପ୍ରିୟ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର। ସେ ଏବେ ବିପଦମୁକ୍ତ ଅଛନ୍ତି। ଆଗାମୀ ଦୁଇଦିନ ଭିତରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ମାସରୁ ଡାକ୍ତରଖାନାରେ ଭର୍ତ୍ତି ହୋଇ ଆଇସିୟୁରେ ଥିଲେ ଅଭିଜିତ। ଏବେ ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ସୁସ୍ଥ ହେଉଛନ୍ତି