ହୀରାକୁଦ ଡ୍ୟାମର ୬ଟି ଗେଟ ଖୋଲାହେଲା
ହୀରାକୁଦ ଡ୍ୟାମର ୬ଟି ଗେଟ ଖୋଲାହେଲା ା ବାମ ପଟର ୪ଟି ଗେଟ ଓ ଡାହାଣ ପଟର ୨ଟି ଗେଟ ଦେଇ ପାଣି ନିଷ୍କାସିତ ହେଉଚି । ଏବେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୯୨.୩୭ ରହିଛି । ପ୍ରତି ସେକେଣ୍ଡରେ ୧ ଲକ୍ଷ ୯୬ ହଜାର ୪୯୪ କ୍ୟୁସେକ ଜଳ ପ୍ରବେଶ କରୁଛି । ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୩ ହଜାର ୭୭୫୮ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ପୂର୍ବରୁ ହୀରାକୁଦରେ ୨୦ଟି ଗେଟ ଦେଇ ପାଣି ନିଷ୍କାସିତ ହେଉଥିଲା ।
