୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ

୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ କରିପାରିବେ । ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରବାତୀ ପରିଡା । ଆଚରଣ ବିଧି ଲାଗିଥିବା ଅଂଚଳକୁ ଛାଡି ଅନ୍ୟ ସବୁ ଅଂଚଳରେ ଆବେଦନ କରିପାରିବେ । ମାର୍ଚ୍ଚ 31 2025 ରେ ଯେଉଁ ମହିଳାମାନକୁ 21 ବର୍ଷ ହୋଇଥିବ ସେମାନେ କାଲି ଠୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ । ମାର୍ଚ୍ଚ ୮ ରେ ସେମାନେ ମଧ୍ୟ ସୁଭଦ୍ରା ପଇସା ପାଇପାରିବେ