୨୭ରେ ଝାରସୁଗୁଡ଼ା ଆସିବେ ମୋଦି

-ଆସନ୍ତା ୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ମୋଦି।ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ।ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା.।ଜିଲ୍ଲାପାଳଙ୍କ ବିନା ଅନୁମତିରେ କୌଣସି ବି ଅଧିକାରୀ ଯେଭଳି ମୁଖ୍ୟାଳୟ ନଛାଡ଼ିବେ ସେଥିପାଇଁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି। ଯଦିଓ ବର୍ତ୍ତମାନ ସୁଦ୍ଧା ପିଏମ୍‌ଓରୁ କୌଣସି ନିର୍ଦ୍ଧିଷ୍ଟ ସୂଚନା ଜାରି କରାଯାଇନି, ତଥାପି ମଧ୍ୟ ସମସ୍ତ ଅଧିକାରୀ ଆଲର୍ଟ ରହିବାକୁ ଆଜିର ବୈଠକରେ ସୂଚନା ପ୍ରଦାନ କରାଯାଇଛି।