ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା-ଅବକାରୀ ମନ୍ତ୍ରୀ

ରାଜ୍ୟକୁ ସମ୍ପୁଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଗଞ୍ଜେଇ ଚାଷରୁ ନିବୃତ୍ତ ରହିବାକୁ ଅବକାରୀ ମନ୍ତ୍ରୀଙ୍କ ଅପିଲ ରହିଛି । “ଚଳିତ ବର୍ଷ ସର୍ବାଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ବିଭିନ୍ନ ସ୍ଥାନରେ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଯାଉଛି । ମିଛ କହି ସେମାନଙ୍କୁ ଚାଷରେ ନିୟୋଜିତ କରୁଛନ୍ତି । ସେମାନଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି”ବୋଲି ପଥ୍ବୀରାଜ ହରିଚନ୍ଦନ କହିଛନ୍ତି। ପୋଲିସ ସହ ଅବକାରୀ ବିଭାଗର ଆଲୋଚନା ହୋଇଛି ।

You might also like