ପୁଣି ଲକ୍ଷେ ମୁହାଁ ସୁନା ଦାମ୍‌

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା, ୯୯, ୭୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୪୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯, ୭୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୪୦୦ ଟଙ୍କାକୁ ପହଞ୍ଚିଛି ।୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୪, ୭୯୦ ଟଙ୍କା ରହିଛି । ଗତକାଲି ୭୪, ୨୫୦ ଟଙ୍କା ଥିଲା । ଏଥିରେ ୫୪୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୫୦୦ ଟଙ୍କା ରହିଛି । ଗତକାଲି ୧୨,୧୦୦ ଟଙ୍କା ଥିଲା । ଏଥିରେ ୪୦୦ ଟଙ୍କା ବୃଦ୍ଧି ହୋଇଛି ।

You might also like