ଅମିତ୍ ଶାହାଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ। 

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଏନେଇ ସୂଚନା ଦେଇଛନ୍ତି । ସମ୍ବଲପୁର ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବାର ଥିଲା । ୧୦ତାରିଖରେ ଶାହ ଭୁବନେଶ୍ୱରରୁ ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବାର ଥିଲା ।

You might also like