ଆଜିର ରାଶିଫଳ(୧୨ ସେପ୍ଟେମ୍ବର, ୨୦୨୫)

ମେଷ:ଆଜି ଆପଣଙ୍କୁ ଦେବାଦେବୀ ଦର୍ଶନ ର ସୁଯୋଗମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ

ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ କରାଯିବ: ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟରେ ଆଇନ ପ୍ରକ୍ରିୟା ହେବ ସହଜ ଓ ସରଳ | ତେବେ ଏହି ଦିଗରେ ନୋଟାରୀ ଓ ଆଇନଜୀବୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି କ୍ରମରେ ନୂତନ ନୋଟାରୀ ନିଯୁକ୍ତି ଏବଂ ଅନଲାଇନ ଯୋଗେ ନୋଟାରୀ ଓ ଆଇନଜୀବୀଙ୍କ ଡାଟାବେସ ପ୍ରସ୍ତୁତ କରାଯିବ । ଆଜି ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏକ ବୈଠକ

ଅକ୍ଟୋବର ମଧ୍ୟରେ ଶେଷ ହେବ ରତ୍ନଭଣ୍ଡାର ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ

ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ। ଅକ୍ଟୋବର ମଧ୍ୟରେ ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ କାମ

ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ((Mahanadi River Front Development) ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ଜଳ ସମ୍ପଦ ବିକାଶ ବିଭାଗ

ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ମିଳିବ ଜମି: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଯୋଗାଇବାକୁ ଯୋଜନା ପ୍ରସ୍ତୁତ । ଏନେଇ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ପୂଜାରୀ କହିଛନ୍ତି, “୫ ବର୍ଷ ଭିତରେ ରାଜ୍ୟରେ କେହି ଜଣେ ଭୂମିହୀନ ବ୍ୟକ୍ତି ରହିବେ ନାହିଁ।” ଯେଉଁମାନଙ୍କର ୪ ଡିସିମିଲ୍‌ରୁ

ଭାରତୀୟ ନୌସେନାର ପ୍ରଥମ ସ୍ୱଦେଶୀ 3D ଏୟାର ସର୍ଭିଲେନ୍ସ ରାଡାର କାର୍ଯ୍ୟକ୍ଷମ

ଭାରତୀୟ ନୌସେନାରେ ସାମିଲ ହୋଇଛି ସ୍ବଦେଶରେ ନିର୍ମିତ ଶକ୍ତିଶାଳୀ ଥ୍ରୀଡି ସର୍ଭିଲାନ୍ସ ରାଡାର (ଏଏସଆର-ଲାଞ୍ଜା-ଏନ) । ଏହାକୁ ଟାଟା ଆଡଭାନ୍ସଡ୍ ସିଷ୍ଟମ୍ସ ଲିମିଟେଡ୍ ପକ୍ଷରୁ ଏକ ସ୍ପାନିଶ କମ୍ପାନିର ପ୍ରଯୁକ୍ତି ହସ୍ତାନ୍ତର ମାଧ୍ୟମରେ ନିର୍ମାଣ କରାଯାଇଛି । ଏହି ରାଡାର ଏକ ଭାରତୀୟ

ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକୃଷ୍ଣନ

ଭାରତର ଉପରାଷ୍ଟ୍ରପତି ଭାବରେ ନିର୍ବାଚିତ ହେବା ପରେ ସିପି ରାଧାକୃଷ୍ଣନ ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି। ଏହା ପରେ ରାଷ୍ଟ୍ରପତି ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ମହାରାଷ୍ଟ୍ରର ରାଜ୍ୟପାଳର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଅର୍ଥାତ୍ ଆଚାର୍ଯ୍ୟ ଦେବବ୍ରତ

ରାଜ୍ୟରେ ସାର ସଙ୍କଟ ନାହିଁ,ଏବର୍ଷ ଅଧିକ ସାରର ଡିମାଣ୍ଡ ରହିଛି : ଉପମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ସମସ୍ତ ଜିଲ୍ଲାରେ ଥିବା PACS ଏବଂ LAMPCS ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ (ମନିଟରିଂ) କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାପାଳଙ୍କୁ କଡାକଡି

୫.୭୫ ଲକ୍ଷ ମୃତକଙ୍କ ନାଁରେ ରାସନକାର୍ଡ: ଯୋଗାଣମନ୍ତ୍ରୀ

ରାସନକାର୍ଡ ଇ-କେୱାଇସି ପରେ ଧରାପଡିଲା ସାଙ୍ଘାତିକ ତଥ୍ୟ । ୫ ଲକ୍ଷ ୭୫ ହଜାର ମୃତକଙ୍କ ନାଁରେ ରାସନ କାର୍ଡ ଥିବା ସ୍ପଷ୍ଟ ହୋଇଛି । ୧ ଲକ୍ଷ ୫ ହଜାର ଆୟକରଦାତା କାର୍ଡ ଫେରାଇଛନ୍ତି । ୬ଲକ୍ଷ ଗରିବ ଲୋକ କାର୍ଡ ପାଇଲେ । ରାସନ କାର୍ଡ ଆବେଦନ କରି ଅପେକ୍ଷାରେ ୧୪ ଲକ୍ଷ ଲୋକ ରହିଛନ୍ତି । ଧନୀ

ଦୁର୍ନୀତି ରୋକିବାକୁ ମୁଖ୍ୟ ଶାସନ ସଚିବଙ୍କ କଡା ନିର୍ଦ୍ଦେଶ

ଦୁର୍ନୀତି ରୋକିବା ଦିଗରେ ପ୍ରଶାସନିକ ବ୍ୟବସ୍ଥାର ସୁଦୃଢୀକରଣ ଏବଂ ପ୍ରତିକାରାତ୍ମକ ସତର୍କତା ଅବଲମ୍ବନ ସଂପର୍କରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସଂପର୍କରେ ଦୃଢ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।ସମସ୍ତ ବିଭାଗ

ବନ୍ଦ ହେବନି ଭାରତ-ପାକିସ୍ତାନ ଟି-୨୦ ମ୍ୟାଚ୍‌

'ମ୍ୟାଚ୍ ହେବାକୁ ଦିଅ। ଆମେ ଏହାକୁ ବନ୍ଦ କରିବୁ ନାହିଁ'। ମ୍ୟାଚ ବାତିଲ ନେଇ ଦାୟର ଆବେଦନର ଶୁଣାଣି କରିବାକୁ ମନା କରିଛନ୍ତି ସୁପ୍ରିମକୋର୍ଟ। ସେପ୍ଟେମ୍ବର ୧୪ରେ ହେବାକୁ ଥିବା ଭାରତ-ପାକିସ୍ତାନ ଟି-୨୦ ମ୍ୟାଚ୍ ବାତିଲ କରିବା ପାଇଁ ଦାୟର ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା

ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ

ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ । ମୌସୁମୀ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ । ଆସନ୍ତା ୧୮ରୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ ା ସୂଚନାଥାଉକି ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଚାଲିବ ବିଧାନସଭା ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି । ଅଧିବେଶନ ।ଅନ୍ୟପଟେ ବିଭାଗୀୟ