ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା
ଭୁବନେଶ୍ୱର ରେ ନିର୍ମାଣ ହେବ ଆଦର୍ଶ ଗୋଶାଳା । ୪୦ କୋଟି ବ୍ୟୟରେ ଆଦର୍ଶ ଗୋଶାଳା ନିର୍ମାଣ ହେବ। ଭୁବନେଶ୍ବରର ବୁଲା ଗାଈ ଗୋରୁଙ୍କୁ ସେଠାରେ ରଖାଯିବ । ରାଜଧାନୀକୁ ସମ୍ପୂର୍ଣ୍ଣ ରୂପରେ ବୁଲା ଗାଇ ଗୋରୁ ମୁକ୍ତ କରାଯିବ ।ଏ ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା!-->…