ବାଦ ପଡ଼ିଥିବା ଯୋଗ୍ୟ ମହିଳାଙ୍କୁ ସୁଭଦ୍ରାରେ ସାମିଲ କରାଯିବ । ଖୋଲିବ ଅଭିଯୋଗ ପୋର୍ଟାଲ୍
ଆଜି ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସୁଭଦ୍ରାରୁ ବଞ୍ଚିତ ହୋଇଥିବା ହିତାଧିକାରୀମାନଙ୍କ କାରଣ ବିଷୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ!-->…