କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିସଦର ୧୩ ଗୋଟି ୱାର୍ଡ ରେ ପିଇବା ପାଣି ନାରେ ଦେଉଛନ୍ତି ଗୋଳିଆ ପାଣି।

କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୩ ଟି ଓ୍ୟାର୍ଡରେ ଏବେ ପିଇବା ପାଣି ନାଁ ରେ ଦେଉଛନ୍ତି ଗୋଳିଆ ପାଣି।ପିଇବା ପାଣି ଟୋପେ ପାଇଁ ଡହଳ ବିକଳ ହେଉଛନ୍ତି ୧୩ଟି ୱାର୍ଡ ର ବାସିନ୍ଦା।ବାରମ୍ବାର କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିଷଦର କାଉନିସିଲର, ଅଧକ୍ଷା ଓ ସ୍ଥାନୀୟ ଓ୍ବାଟ୍ କୋ ର ସହାୟକ

ଆସୁଛି ଆଉ ଏକ ଲଘୁଚାପ  । ୧୦ରୁ ବଢିବ ବର୍ଷା 

ଆସୁଛି ଆଉ ଏକ ଲଘୁଚାପ । ୧୦ରୁ ବଢିବ ବର୍ଷା । ୧୩-୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ଅଧିକ ପ୍ରଭାବ ଦକ୍ଷିଣ ଓଡ଼ିଶାରେ ପଡିବ। ମାଲକାନଗିରି ଓ କୋରାପୁଟରେ ସବୁଠୁ ଅଧିକ ବର୍ଷା ଆଶଙ୍କା ରହିଥିବାବେଳେ ମୟୂରଭଞ୍ଜ,

ଆଜି ଉପରାଷ୍ଟ୍ରପତି ନିର୍ବାଚନ-୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ମତଦାନ

ଆଜି ଉପରାଷ୍ଟ୍ରପତି ନିର୍ବାଚନ । ୫୦ ଦିନ ପରେ ଜଗଦୀପ ଧନଖଡଙ୍କ ସ୍ଥାନରେ ଦେଶକୁ ମିଳିବ ନୂଆ ଉପରାଷ୍ଟ୍ରପତି । ସଂସଦ ଭବନ ପରିସରରେ ଆଜି ସକାଳ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ । ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି ପରେ ଫଳ ଘୋଷଣା କରାଯିବ। ଭାଜପା ନେତୃତ୍ୱାଧୀନ ଜାତୀୟ

ଆଜିର ରାଶିଫଳ(୦୯ ସେପ୍ଟେମ୍ବର, ୨୦୨୫)

ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବୃଷ : କମ ସମୟରେ ଅଧିକ ଲାଭ

କୋରାପୁଟ କଫି ପିଇ ଏମିତି କହିଲେ ରାଜ୍ୟପାଳ

ରାଜ୍ୟପାଳ ଡ.ହରି ବାବୁ କମ୍ଭମପାଟି କୋରାପୁଟ ଜିଲ୍ଲା ଗସ୍ତରେ ଆଜି ଆସି ପହଞ୍ଚିଛନ୍ତି। ଜୟପୁର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟିଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଜୟପୁର ବିମାନ ବନ୍ଦରରେ କୋରାପୁଟ ଜିଲ୍ଲାପାଳ

କଙ୍କଡା ଧରିବାକୁ ଯାଇ ୫ ଦିନ ଧରି ନିଖୋଜ ଥିଲେ ମା ପୁଅ , ସୁରକ୍ଷିତ ଉଦ୍ଧାର ବନ ବିଭାଗ

କଙ୍କଡା ଧରିବାକୁ ଯାଇ ୫ ଦିନ ଧରି ନିଖୋଜ ହୋଇଥିବା ମା ପୁଅଙ୍କୁ ସୁରକ୍ଷିତ ଉଦ୍ଧାର କରିଛି ରାଜନଗର ବନ ବିଭାଗ । ୨ ଜଣଙ୍କୁ ଜଙ୍ଗଲ ମଧ୍ୟରୁ ସୁରକ୍ଷିତ ଉଦ୍ଧାର କଲା ରାଜନଗର ବନ ବିଭାଗ । ଭିତରକନିକା ଜାତୀୟ ଉଦ୍ୟାନର ହାବଳ ଫରେଷ୍ଟ ବ୍ଲକ ମଙ୍କୁଆ ନାଳ ନିକଟରୁ ମା, ପୁଅ ଉଦ୍ଧାର କରି

୩୯ ଅଭିଯୋଗର ଶୁଣାଣି କଲେ ଉପ ଜିଲ୍ଲାପାଳ

ଗଣିଆ (ବିଶ୍ୱରଂଜନ ସେଠି) ସୋମବାର ଗଣିଆ ବ୍ଲକରେ ନୟାଗଡ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଣିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଜିଲ୍ଲାପାଳଙ୍କ ଏହି ଜନ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ ୩୯ଟି ଅଭିଯୋଗ ପଞିକୃତ ହୋଇଥିଲା । ଉପଜିଲାପାଳ

ଆଧାର ପରିଚୟପତ୍ର, କିନ୍ତୁ ନାଗରିକତା ପ୍ରମାଣପତ୍ର ନୁହେଁ : ସୁପ୍ରିମକୋର୍ଟ

ବିହାରରେ ଏସଆଇଆର ସମ୍ପର୍କରେ ସୁପ୍ରିମକୋର୍ଟ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ନିର୍ବାଚନ କମିସନଙ୍କ ନିଷ୍ପତ୍ତି ବିରୋଧରେ ଆବେଦନର ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଛନ୍ତି ଯେ ଆଧାର କାର୍ଡକୁ ନିର୍ବାଚନ ଅଧିକାରୀମାନେ ଦ୍ୱାଦଶ ଡକ୍ୟୁମେଣ୍ଟ ଭାବରେ ବିବେଚନା କରିବେ।

Asia Cup 2025: ନୂଆ ରୂପରେ ଟିମ୍‌ ଇଣ୍ଡିଆ

ଏସିଆ କପ ୨୦୨୫ରେ ଭାରତୀୟ ଦଳର ଜର୍ସିରେ କୌଣସି ପ୍ରାୟୋଜକ ରହିବ ନାହିଁ। ଅନଲାଇନ ଗେମିଂ କମ୍ପାନୀ ଡ୍ରିମ୧୧ ବିସିସିଆଇ ସହିତ ତାର ପ୍ରାୟୋଜକ ଚୁକ୍ତି ସମାପ୍ତ କରିଛି। ଭାରତୀୟ କ୍ରିକେଟ ଦଳ ତାର ଅଫିସିଆଲ ସୋସିଆଲ ମିଡିଆ ଆକାଉଣ୍ଟ ମାଧ୍ୟମରେ ଏସିଆ କପ ପାଇଁ ଟିମ ଇଣ୍ଡିଆର ନୂତନ ଜର୍ସି ଶେୟାର

ବାଲୁକା କଳାରେ ସୁସ୍ଥତା କାମନା କଲେ ସୁଦର୍ଶନ

ଓଡ଼ିଆ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଅସୁସ୍ଥ । ସୂଚନା ଅନୁସାରେ, ଲିଭର ଜନିତ ସମସ୍ୟା ଯୋଗୁଁ ଅସୁସ୍ଥ ହୋଇଥିବାରୁ ଅଭିଜିତଙ୍କୁ ପ୍ରଥମେ କଟକର ଏକ ଘରୋଇ ହସ୍ପିଟାଲରେ ପରେ ଏମ୍ସରେ ଭର୍ତ୍ତି କରାଯାଇଛି । ତେବେ ସେ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା

ଧରାପଡିଲା ଚୋର, ଲୁଟିନେଇଥିଲା ୧ କୋଟି ଟଙ୍କାର କଳସ

୨ ଦିନ ମଧ୍ୟରେ ଭଦ୍ର ଚୋରକୁ ଧରିଛି ଦିଲ୍ଲୀ ପୁଲିସ | ଦିଲ୍ଲୀରେ ଏକ କୋଟି ଟଙ୍କାର କଳସ ଚୋରି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତକୁ ପୁଲିସ ଆଜି ଗିରଫ କରିଛି | ବାସ୍ତବରେ କଳସ ଚୋରି ମାମଲା ସାମ୍ନାକୁ ଆସିବା ମାତ୍ରେ ପୁଲିସ ତୁରନ୍ତ ସକ୍ରିୟ ହୋଇପଡିଥିଲା |ଆଉ ୪୮ ଘଣ୍ଟା ମଧ୍ୟରେ ଚୋରକୁ

ଆଜିଠୁ ରାଜ୍ୟପାଳଙ୍କ ୪ ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତ

ଆଜିଠୁ ରାଜ୍ୟପାଳଙ୍କ ୪ ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତ । ଜୟପୁର ବିମାନ ବନ୍ଦରରେ ପହଞ୍ଚି ସିଧା କୋରାପୁଟ ଯିବେ । କୋରାପୁଟ କଫି ବୋର୍ଡ ଯିବେ ରାଜ୍ୟପାଳ । କଫି ଚାଷୀ ଓ ଅଧିକାରୀଙ୍କ ସହ ଆଲୋଚନା କରିବେ । ନାଲକୋ, ହାଲ ଅଧିକାରୀଙ୍କ ସହ ଆଲୋଚନା କରିବେ । କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟ