ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ସୋମବାର ପୁଣି ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ତେଣେ ଗତକାଲିଠାରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀରେ ଅଛନ୍ତି।କେନ୍ଦ୍ରୀୟ!-->…