ଶାରଦୀୟ ପୂଜା ମଣ୍ଡପ ଓ ଗେଟ ଅନୁମତି ପାଇଁ କଟକ ଜିଲ୍ଲା ପ୍ରଶାସନର ସ୍ୱତନ୍ତ୍ର ବ୍ୟବସ୍ଥା
ଶାରଦୀୟ ପୂଜା ମଣ୍ଡପ ଓ ଗେଟ ଅନୁମତି ପାଇଁ କଟକ ଜିଲ୍ଲା ପ୍ରଶାସନର ସ୍ୱତନ୍ତ୍ର ବ୍ୟବସ୍ଥା । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ୱତନ୍ତ୍ର ଏସଓପି ଜାରି କରିଛି କଟକ ଜିଲ୍ଲା ପ୍ରଶାସନ । ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ମଣ୍ଡପ ଓ ଗେଟ ପାଇଁ ଆବେଦନ କରିବେ ସମସ୍ତ ପୂଜା ମଣ୍ଡପ । ଗେଟ୍,!-->…