ଆଜି ଗୁରୁ ଦିବସ …  ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ  ପବିତ୍ର

ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି।ଡକ୍ଟର ରାଧାକ୍ରିଷ୍ଣନ ଏକାଧାରରେ ଜଣେ ଶିକ୍ଷକ,

ଆଜିର ରାଶିଫଳ(୦୫ ସେପ୍ଟେମ୍ବର, ୨୦୨୫)

ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷଆଜି ବନ୍ଧୁମାନଙ୍କ

NPCI ବଢାଇଲା ୟୁପିଆଇ ଲିମିଟ୍, ଏବେ ୨୪ ଘଣ୍ଟାରେ କରିପାରିବେ ଏତେ 

ସାଧାରଣତ ଆମେ ଯେତେବେଳେ ୟୁପିଆଇରୁ ଟଙ୍କା ପଠାଉ, ତେବେ ୧ ଲକ୍ଷ ଟଙ୍କାର ସୀମ ରହିଥାଏ। କିନ୍ତୁ ଏବେ ୧୫ ସେପ୍ଟମ୍ବର ୨୦୨୫ ରୁ ଏହି ଲିମିଟ୍‌ କିଛି ଖାସ୍ ଲେଣଦେଣ ପାଇଁ ବଢିଯାଇଛି। ଏନ୍‌ପିସିଆଇ ଏହି ପରିବର୍ତ୍ତନ ନେଇ ଘୋଷଣା କରିଛି। ଯାହାଦ୍ବାରା ଟ୍ୟାକ୍ସ ଭରିବା, ବୀମା ପ୍ରିମିୟମ ଦେବା,

ମୋଦିଙ୍କ ଜନ୍ମଦିନରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର

 ଆସନ୍ତା ୧୭ ତାରିଖ ଅର୍ଥାତ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର।  । ମନ୍ତ୍ରୀ କହିଛନ୍ତି, ମୋଦୀଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ। ପୂର୍ବରୁ ୧ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଯୋଜନାରେ

ବିଧାନସଭାରେ ବୋତଲ ଫିଙ୍ଗା ଓ ମାରପିଟ୍‌

ଆଜି ପଶ୍ଚିମବଙ୍ଗ ବିଧାନସଭାରେ ସ୍ୱତନ୍ତ୍ର ଅଧିବେଶନ ସମୟରେ ବିଜେପି ବିଧାୟକ ଏବଂ ମାର୍ଶାଲମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଏହାପରେ ବିଜେପି ବିଧାୟକ ଏବଂ ମୁଖ୍ୟ ସଚେତକ ଶଙ୍କର ଘୋଷଙ୍କ ସମେତ ପାଞ୍ଚ ଜଣ ବିଧାୟକଙ୍କୁ ଗୃହର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ବିଧାନସଭାରେ

ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର; ସାମିଲ ହେବେ 

ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ।ଯୋଗ୍ୟଙ୍କୁ ସାମିଲ୍ ଏବଂ ଅଯୋଗ୍ୟଙ୍କୁ ବାଦ୍ ଦେବାକୁ ତତ୍ପରତା ପ୍ରକାଶ ପାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏ ନେଇ ଚିଠି ଦିଆଯାଇଛି।ଚାରି ଚକିଆ ଥିବା ହିତାଧିକାରୀଙ୍କ ତଥ୍ୟ

ଜେଇ ଙ୍କ ଦବଙ୍ଗଗିରି =ସୂଚନା ମାଗିଲେ ସାମ୍ବାଦିକ ଙ୍କୁ ହତ୍ୟା ଧମକ

ଜଗତସିଂହପୁର ତା =4/9/23ବାଲିକୁଦା ବ୍ଲକ ରେ କାର୍ଯ୍ୟରତ କନିଷ୍ଟ ଯନ୍ତ୍ରୀ ଶ୍ରୀକାନ୍ତ କୁମାର ବେହେରା ଙ୍କ ତତ୍ୱାବଧାନ ରେ କରାଯାଉଥିବା ବିକାଶ ମୂଳକ କାର୍ଯ୍ୟଶୈଳୀ ସମ୍ପର୍କ ରେ କାର୍ଯ୍ୟରତ ସାମ୍ବାଦିକ ଜାମେଶ ଚନ୍ଦ୍ର ଗଛାୟତ ସୂଚନା ଅଧିକାର ଦ୍ୱାରା ସୂଚନା ମାଗିବାକୁ କେନ୍ଦ୍ରକରି

IPLକୁ ୪୦% ଜିଏସଟିରେ ଅନ୍ତର୍ଭୁକ୍ତ

ଭାରତୀୟ କ୍ରିକେଟ ପ୍ରେମୀଙ୍କ ଲାଗି ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) କେବଳ ଏକ ଟୁର୍ଣ୍ଣାମେଣ୍ଟ ନୁହେଁ ବରଂ କ୍ରିକେଟର ମହୋତ୍ସବ।କୋଟି କୋଟି ଟଙ୍କାରେ ଖେଳାଳିଙ୍କ ନିଲାମ, ବିଜ୍ଞାପନ ଓ ପ୍ରସାରଣ ଅଧିକାର ଏହି ଖେଳକୁ ବିଶ୍ୱରେ ଏକ ଅଲଗା ପରିଚୟ ଦେଇଛି। ହେଲେ ଏବେ ଏହି ଭବ୍ୟ ଆୟୋଜନକୁ ଏକ

ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ସେ କୋମାରେ ଥିବା ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଗଲା ସୂଚନା । ତେବେ ଆଜି

କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ୬ ଟି ସୁ-ଉଚ୍ଚ ତୋରଣ

ଓଡିଶା ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି । ଏବେ କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ସୁ-ଉଚ୍ଚ ତୋରଣ । ଅନୁମତି ଦେଲେ ଓଡିଶା ହାଇକୋର୍ଟ । କଟକ ସହରରେ ୬ ଟି ସୁଉଚ୍ଚ ତୋରଣକୁ ଅନୁମତି ଦେଇଛନ୍ତି ଓଡିଶା ହାଇକୋର୍ଟ । ଦୁଇଟି ପର୍ଯ୍ୟାୟରେ ଅନୁମତି ନେଇ ସ୍ପଷ୍ଟ କଲେ ହାଇକୋର୍ଟ । ବାଦାମବାଡ଼ି,

କେନ୍ଦୁପତ୍ର ଓ ହ୍ୟାଣ୍ଡଲୁମ ସାମଗ୍ରୀ ଉପରୁ ସମ୍ପୂର୍ଣ୍ଣ
ଜିଏସ୍ଟି ଛାଡ଼ ହେଉ: ବିଜେଡି

କେନ୍ଦ୍ର ସରକାର ଜିଏସଟିରେ ବଡ଼ ସଂସ୍କାର ଆଣିଛନ୍ତି। ୧୨ ପ୍ରତିଶତ ଓ ୨୮ ପ୍ରତିଶତ ସ୍ଲାବକୁ ହଟାଇ ୫ ପ୍ରତିଶତ ଏବଂ ୧୮ ପ୍ରତିଶତ ସ୍ଲାବ କରାଯାଇଛି। ଓଡ଼ିଶାର ୩୦ ଜିଲ୍ଲାରୁ ୨୨ ଜିଲ୍ଲାରେ କେନ୍ଦୁ ପତ୍ର ତୋଳାଯାଉଛି। ଗରିବ ଲୋକ ଏହା ଉପରେ ନିର୍ଭରଶୀଳ। ୨୦୧୭ ଜୁଲାଇ ୧ରେ କେନ୍ଦୁ ପତ୍ର ଉପରେ

ପୂଜା ମେଲୋଡିରେ ଏଥର ଅଶ୍ଳୀଳ ନୃତ୍ୟକୁ ବାରଣ- BMC

ଦୁର୍ଗାପୂଜା ପାଇଁ BMCର ପ୍ରସ୍ତୁତି । ପୂଜାକୁ ନେଇ ବିମଏସିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଏମସି କମିଶନର,ମେୟର, ୱାର୍ଡରକର୍ପୋରେଟର,ପୋଲିସ, ୱାଟକୋ, ଫାୟାର, ସବୁ ବିଭାଗର ଅଧିକାରୀ ସାମିଲ ଥିଲେ। ବୈଠକରେ ପୂଜାକୁ ନେଇ ନିଆଯାଇଛି ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।