ବିଏସଏଫ୍ କ୍ୟାମ୍ପ ପଛପଟୁ ଉଡ଼ନ୍ତା ଗୁଣ୍ଡୁଚି ମୂଷା ଉଦ୍ଧାର
କୋରାପୁଟଜିଲ୍ଲା ଗୁପ୍ତେଶ୍ୱର ବନାଞ୍ଚଳ ଅଧିନସ୍ଥ ରାମଗିରିସ୍ଥିତ ବିଏସଏଫ୍ କ୍ୟାମ୍ପ ପଛପଟୁ ଥିବା ଜଙ୍ଗଲରୁ ଉଡନ୍ତା ଗୁଣ୍ଡୁଚି ମୂଷା ଉଦ୍ଧାର ହୋଇଛି । ରାମଗିରି ଠାରେ ଅବସ୍ଥାପିତ ୧୮୦ ବିଏନ ବିଏସଏଫ ଯବାନମାନେ ପାଟ୍ରୋଲିଂ ପାଇଁ ବାହାରିଥିବା ବେଳେ ଏହି ସମୟରେ କ୍ୟାମ୍ପ ନିକଟରେ ଉଡନ୍ତା!-->…