ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶାର ପ୍ରସ୍ତୁତ ୩ ସେମିକଣ୍ଡକ୍ଟର ଭେଟି

ଭାରତ ସେମିକଣ୍ଡକ୍ଟର କ୍ଷେତ୍ରରେ ଐତିହାସିକ ପଦକ୍ଷେପ ନେଇଛି । ସେମିକନ ଇଣ୍ଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉପହାର । ସ୍ବଦେଶୀ ନିର୍ମିତ ୩୨ ବିଟ୍ ମାଇକ୍ରୋ ପ୍ରୋସେସର ଚିପ୍ ଉପହାର ଦେଲା ସେମିକଣ୍ଡକ୍ଟର ଲାବରୋଟୋରୀ ସଂସ୍ଥା ବା SCL । ଇସ୍ରୋ ଦ୍ବାରା ପରିଚାଳିତ SCL ପକ୍ଷରୁ

ଏନ୍‌ଏସି ପରେ ରାଜସ୍ବ ଗାଁ ଶୀଘ୍ର ଘୋଷଣା ହେବ- ରାଜସ୍ବ ମନ୍ତ୍ରୀ

ଏନ୍‌ଏସି ପରେ ଏବେ ଓଡ଼ିଶାରେ ବଢିବ ଜିଲ୍ଲା ସଂଖ୍ୟା । ବିଭାଜିତ ହେବ ପଞ୍ଚାୟତ ଏବଂ ସବ୍‌ଡିଭିଜନ । ଏନେଇ ବଡ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ଜିଲ୍ଲା ପାଇଁ ଅନେକ ଦାବି ରହିଛି । ମୟୁରଭଞ୍ଜ, ସୁନ୍ଦରଗଡ ବଡ ଜିଲ୍ଲା ରହିଛି । କେଉଁଟା ଆଗ କରିବୁ

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ୨ଟି ଗେଟ

ଖୋଲିଲା ହୀରାକୁଦର ୨ଟି ଗେଟ୍ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ୨ଟି ଗେଟ । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୬.୩୭ ଫୁଟ। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୪.୪୭୨ କ୍ୟୁସେକ ଜଳ ।ଲଘୁଚାପ ଜନିତ ବର୍ଷାକୁ ନେଇ ଜଳସଂପଦ ସର୍ୱୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢୀ

୪ କୋଟି ଟଙ୍କା ହେରଫେର୍‌ ; ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ଗିରଫ

ମୟୁରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ମଙ୍ଗଳବାର ଗିରଫ ହୋଇଛନ୍ତି । ଝାରସୁଗୁଡା ବେଲପାହାଡ ମ୍ୟୁନିସିପାଲିଟିରେ ନିର୍ବାହୀ ଅଧିକାରୀ ଥିବା ବେଳେ ୪ କୋଟି ଟଙ୍କାର ସରକାରୀ ଅର୍ଥକୁ ହେରଫେର କରିଥିଲେ । ଏହି ଘଟଣାରେ ପୂର୍ବରୁ ରାଜ୍ୟ ସରକାର ସସ୍ମିତା ସିଂଙ୍କୁ ନିଲମ୍ବିତ

ଶ୍ରୀମନ୍ଦିର ଉପରେ ବସିଲା ଚିଲ

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ । ନୀଳଚକ୍ରର ପତିତପାବନ ବାନା ଉପରେ ଚିଲଟି ବସିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଉପରେ ଚିଲ ବସିଲେ ଅଶୁଭ ସଂକେତ ବୋଲି ବିଶ୍ୱାସ କରାଯାଏ । ଦୀର୍ଘ ସମୟ ଧରି ଚିଲ ଟି ମନ୍ଦିର ଉପରେ ବସିବା ପରେ ଉଡି ଯାଇଥିବା ଦେଖିବାକୁ ମିଳିଛି। ସେପଟେ ଚିଲ

ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର 

କଟକ ଜିଲା କଂକ୍ରେଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।କୁହାଯାଉଛି ଯେ, କିରୋସିନ ଢାଳି ନିଜକୁ ମହିଳା ଜାଳିଦେଇଛନ୍ତି।

ଆସନ୍ତା ୭ ତାରିଖରେ ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ ! କଣ ରହିଛି ନୀତିନିୟମ

ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ

ପୁଣି ବଢ଼ିଲା ସୁନାର ଦାମ

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୬,୦୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୭,୨୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୬,୦୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୭,୨୫୦

ଟିଇଟି ରାୟ: ତର୍ଜମା କରିବେ ଗଣଶିକ୍ଷା ବିଭାଗ- ଗଣଶିକ୍ଷା ମନ୍ତ୍ରୀ

ଟିଇଟି ପରୀକ୍ଷା ବାଧ୍ୟତାମୂଳକ ପ୍ରସଙ୍ଗରେ ବିଭାଗ ତର୍ଜମା କରିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଶିକ୍ଷକଙ୍କ ସ୍ୱାର୍ଥକୁ ଦେଖାଯିବ । ଅନ୍ୟ ରାଜ୍ୟଗୁଡିକ କଣ ବିଚାରବିମର୍ଶ କରୁଛନ୍ତି ନଜର ରଖାଯିବ । ପୂର୍ୱରୁ ଅନେକ ଶିକ୍ଷକ ବିନା ଓଟିଇଟିରେ ଶିକ୍ଷକତା କରୁଛନ୍ତି ।

ତିନି ମହାଶକ୍ତିଙ୍କ ଆଲୋଚନା ପରେ ପ୍ରତିକ୍ରିୟା ରଖିଲେ ଟ୍ରମ୍ପ

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ସେ ସାଂଘାଇ ସହଯୋଗ ସଂଗଠନ (SCO ସମ୍ମିଳନୀ) ସମୟରେ ପୁଟିନଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ ଏକ ବିଶେଷ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହାକୁ ନେଇ ଆମେରିକା ଅସୁବିଧାରେ ପଡ଼ିଛି।

ଦୁଇ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମାରେ ମାଓ ବିରୋଧୀ ଅଭିଯାନ ବେଳେ ଚିନ୍ତାଗୁଫା ଥାନା ପେଣ୍ଟାପାଦ ଗ୍ରାମରୁ ୩ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି । ଜିଲ୍ଲା ପୋଲିସ ଓ CRPF ପକ୍ଷରୁ ସର୍ଚ୍ଚ ଅପରେସନ୍ ବେଳେ ୩ ଜଣ ନକ୍ସଲଙ୍କୁ ବିସ୍ଫୋରକ ସହିତ ଗିରଫ କରାଯାଇଛି । ଅନ୍ୟପଟେ ଝାଡ଼ଖଣ୍ଡ

ଭିସୁଟ ମେକାନିକାଲ ବିଭାଗର ଶେଷ ବର୍ଷର ଜଣେ ଛାତ୍ର ପିସି ବ୍ରିଜରୁ ପଡି ମୃତ

ସମ୍ବଲପୁର ବୁର୍ଲା ଭିସୁଟ୍‌ର ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ। ପିସି ବ୍ରିଜ ତଳୁ ମିଳିଛି ମୃତଦେହ । ମୃତ ଛାତ୍ର ଜଣକ ହେଉଛନ୍ତି ଅଞ୍ଜନେୟ ଦାସ। ଅଞ୍ଜନେୟ ମେକାନିକାଲ ଇଂଜିନିୟରିଂ ଶେଷ ବର୍ଷର ଛାତ୍ର ।ମୃତ ଛାତ୍ର ଜଣକ ହେଲେ ଯାଜପୁରର ଅଂଜନେୟ ଦାସ l ତେବେ ଖବର ପାଇ ପୋଲିସ ଘଟଣାସ୍ଥଳରେ