ଟିଇଟି ରାୟ: ତର୍ଜମା କରିବେ ଗଣଶିକ୍ଷା ବିଭାଗ- ଗଣଶିକ୍ଷା ମନ୍ତ୍ରୀ

ଟିଇଟି ପରୀକ୍ଷା ବାଧ୍ୟତାମୂଳକ ପ୍ରସଙ୍ଗରେ ବିଭାଗ ତର୍ଜମା କରିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଶିକ୍ଷକଙ୍କ ସ୍ୱାର୍ଥକୁ ଦେଖାଯିବ । ଅନ୍ୟ ରାଜ୍ୟଗୁଡିକ କଣ ବିଚାରବିମର୍ଶ କରୁଛନ୍ତି ନଜର ରଖାଯିବ । ପୂର୍ୱରୁ ଅନେକ ଶିକ୍ଷକ ବିନା ଓଟିଇଟିରେ ଶିକ୍ଷକତା କରୁଛନ୍ତି ।

ତିନି ମହାଶକ୍ତିଙ୍କ ଆଲୋଚନା ପରେ ପ୍ରତିକ୍ରିୟା ରଖିଲେ ଟ୍ରମ୍ପ

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ସେ ସାଂଘାଇ ସହଯୋଗ ସଂଗଠନ (SCO ସମ୍ମିଳନୀ) ସମୟରେ ପୁଟିନଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ ଏକ ବିଶେଷ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହାକୁ ନେଇ ଆମେରିକା ଅସୁବିଧାରେ ପଡ଼ିଛି।

ଦୁଇ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମାରେ ମାଓ ବିରୋଧୀ ଅଭିଯାନ ବେଳେ ଚିନ୍ତାଗୁଫା ଥାନା ପେଣ୍ଟାପାଦ ଗ୍ରାମରୁ ୩ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି । ଜିଲ୍ଲା ପୋଲିସ ଓ CRPF ପକ୍ଷରୁ ସର୍ଚ୍ଚ ଅପରେସନ୍ ବେଳେ ୩ ଜଣ ନକ୍ସଲଙ୍କୁ ବିସ୍ଫୋରକ ସହିତ ଗିରଫ କରାଯାଇଛି । ଅନ୍ୟପଟେ ଝାଡ଼ଖଣ୍ଡ

ଭିସୁଟ ମେକାନିକାଲ ବିଭାଗର ଶେଷ ବର୍ଷର ଜଣେ ଛାତ୍ର ପିସି ବ୍ରିଜରୁ ପଡି ମୃତ

ସମ୍ବଲପୁର ବୁର୍ଲା ଭିସୁଟ୍‌ର ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ। ପିସି ବ୍ରିଜ ତଳୁ ମିଳିଛି ମୃତଦେହ । ମୃତ ଛାତ୍ର ଜଣକ ହେଉଛନ୍ତି ଅଞ୍ଜନେୟ ଦାସ। ଅଞ୍ଜନେୟ ମେକାନିକାଲ ଇଂଜିନିୟରିଂ ଶେଷ ବର୍ଷର ଛାତ୍ର ।ମୃତ ଛାତ୍ର ଜଣକ ହେଲେ ଯାଜପୁରର ଅଂଜନେୟ ଦାସ l ତେବେ ଖବର ପାଇ ପୋଲିସ ଘଟଣାସ୍ଥଳରେ

ବିଜେପି କର୍ମୀ ଙ୍କ ଦ୍ୱାରା ରାହୁଲ ଗାନ୍ଧୀ ଙ୍କ କୁଶ ପୁତ୍ତଳିକା ଦାହ ଶେଖର ସୁମନ ଦାଶ,

କଳାହାଣ୍ଡି (HR TV ଓଡ଼ିଆ).କିଛି ଦିନତଳେ ବିହାର ରାଜ୍ୟର ଦରଭଙ୍ଗା ଠାରେ କଂଗ୍ରେସ ଓ ଏହାର ସହଯୋଗୀ ଦଳ ପକ୍ଷରୁ ଆୟୋଜିତ ଏକ ଜନସଭାରେ ପ୍ରଧାନ ମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଓ ତାଙ୍କ ମା ଙ୍କ ଉଦେଶ୍ୟ ରେ ଅଶାଳୀନ ମନ୍ତବ୍ୟ ଓ ଅସଭ୍ୟ ଭାଷା ପ୍ରୟୋଗ କରି ଥିବା ଅଭିଯୋଗ ରେ ବିଜେପି

ଚପଲରେ ଲୁଚିଥିବା ସାପ କାମୁଡ଼ିବାରୁ ସଫ୍ଟଓ୍ୱେୟାର ଇଞ୍ଜିନିୟରଙ୍କ ମୃତ୍ୟୁ

ବେଙ୍ଗାଲୁରୁରୁ ସାପ କାମୁଡ଼ିରେ ମୃତ୍ୟୁ ନେଇ ଏକ ଭୟଙ୍କର ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ୪୧ ବର୍ଷିୟ ସଫ୍ଟୱେୟାର ଇଞ୍ଜିନିୟରଙ୍କର ମୃତ୍ୟୁ ଏକ ବିଷାକ୍ତ ସାପ କାମୁଡ଼ିବାରେ ମୃତ୍ୟୁ ହୋଇଛି। ମଞ୍ଜୁ ଟିସିଏସ୍‌ରେ କାର୍ଯ୍ୟରତ ଥିଲେ ଓ ରଙ୍ଗନାଥ ଲେଆଉଟରେ ରହୁଥିଲେ। ପୋଲିସ ଓ ପରିବାର

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷିବ

ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜିଠୁ ବଢିବ ବର୍ଷା ପରିମାଣ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ

ଆଜିର ରାଶିଫଳ(୦୨ ସେପ୍ଟେମ୍ବର, ୨୦୨୫)

ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା

ଓଡ଼ିଶା ଯାତ୍ରୀ ଆପ୍‌ ସହାୟତାରେ କିଣିପାରିବେ ଆମ ବସ୍‌ ଏବଂ ଚିଲିକା ବୋଟିଂ ଟିକେଟ୍

ଓଡ଼ିଶା ଯାତ୍ରୀ ଆପ୍‌ର କଳେବର ବଢ଼ାଇଛି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ । ଏଣିକି ଏହି ଆପ୍‌ ମାଧ୍ୟମରେ ଆମ ବସ୍‌ ଏବଂ ସାତପଡ଼ାରେ ଚିଲିକା ବୋଟିଂ ନିମନ୍ତେ ଟିକେଟ୍‌ କିଣିପାରିବେ । ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ଅନୁଭବକୁ ଅଧିକ ସୁଖକର ଏବଂ ସହଜ କରିବା ଉଦ୍ଦେଶ୍ୟରେ ଏହି ନୂତନ ସୁବିଧାକୁ

ଶିକ୍ଷକତା ଜାରି ରଖିବା କିମ୍ବା ପଦୋନ୍ନତି ପାଇଁ ଶିକ୍ଷକ ଯୋଗ୍ୟତା ପରୀକ୍ଷା -TET ପାସ୍ ବାଧ୍ୟତାମୂଳକ

ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଶିକ୍ଷକତା ଜାରି ରଖିବା କିମ୍ବା ପଦୋନ୍ନତି ପାଇଁ ଶିକ୍ଷକ ଯୋଗ୍ୟତା ପରୀକ୍ଷା -TET ପାସ୍ ବାଧ୍ୟତାମୂଳକ । ଦୁଇ ବର୍ଷ ଭିତରେ ଓଟିଇଟି ପାସ୍ ନକଲେ ଚାକିରି ହରାଇବେ ଶିକ୍ଷକ।୨୦୧୨ ପୂର୍ବରୁ ଶିକ୍ଷକ ଚାକିରି କରିଥିଲେ ବି ଦେବାକୁ ପଡ଼ିବ ଓଟିଇଟି। ଅବସର ପାଇଁ

ଶ୍ରୀମନ୍ଦିର ପରିସରରେ ଆରମ୍ଭ ହେଲା ଶିଶୁ ସ୍ତନ୍ୟପାନ କକ୍ଷ

ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ। ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସରେ ଶ୍ରଦ୍ଧାଳୁ ମା’ ଓ ଶିଶୁଙ୍କ ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି।ନିକଟରେ ଏନେଇ ନିର୍ଦ୍ଦେଶ ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଆଜିଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି l ଯେଉଁଠାରେ ମା ମାନେ

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି