ଖାମେନେଇଙ୍କ ମୃତ୍ୟୁରେ ଚୁପ୍ କାହିଁକି ଭାରତ ? ସୋନିଆ ଗାନ୍ଧୀଙ୍କ ପ୍ରଶ୍ନ
ଆମେରିକା ଓ ଇସ୍ରାଏଲ ପକ୍ଷରୁ ଇରାନ ଉପରେ କରାଯାଉଥିବା ଆକ୍ରମଣ ଏବଂ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସୟଦ ଅଲି ହୋସେନି ଖେମିନିଙ୍କ ହତ୍ୟା ପରେ ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଭୟଙ୍କର ରହିଛି। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଇରାନ ଉପରେ ମିଳିତ ଆକ୍ରମଣ ଓ ଭାରତ ସରକାରଙ୍କ ନୀରବତାକୁ!-->…