ବିଜୟଙ୍କ ବୈବାହିକ ଜୀବନରେ ଝଡ଼ : ଅଭିନେତ୍ରୀଙ୍କ ସହ ଅନୈତିକ ସମ୍ପର୍କ ଥିବା ଚର୍ଚ୍ଚା
ସୁପରଷ୍ଟାର୍ ଥାଲାପତି ବିଜୟଙ୍କ ପରିବାରରେ ଝଡ଼ ସୃଷ୍ଟି ହୋଇଛି । ପୂର୍ବରୁ ଥାଲାପତିଙ୍କ ସିନେମା ‘ଜନ ନାୟାଗନ’ ଜାନୁଆରିରେ ରିଲିଜ୍ ହେବାର ଥିଲା କିନ୍ତୁ ବିବାଦ କାରଣରୁ ସିନେମାଟି ଅଧାରେ ଅଛି । ହେଲେ ଏବେ ଖବର ଆସୁଛି ଯେ ବିଜୟଙ୍କ ପତ୍ନୀ ତାଙ୍କଠାରୁ ଛାଡ଼ପତ୍ର ନେବା ପାଇଁ ଆବେଦନ କରିଛନ୍ତି!-->…