ଘୋଷଣା ହେଲା ଏସ୍ଆଇ ପରୀକ୍ଷା ତାରିଖ
ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସଆଇ ପଦବୀ ପାଇଁ ଆଜି ପରୀକ୍ଷା ତାରିଖ ପ୍ରକାଶ ପାଇଛି । ଏସ୍ଆଇ ପଦବୀ ପାଇଁ ଓଏମ୍ଆର୍ ଆଧାରିତ ନିଯୁକ୍ତି ପରୀକ୍ଷା ଚଳିତ ବର୍ଷ ଅକ୍ଟୋବର ୪ ଏବଂ ୫ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ପୋଲିସ ପରୀକ୍ଷା । ପୂର୍ବରୁ ଏହି!-->…