ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ
ଭାରତର ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁଙ୍କ ତିନି ରଥର ଗୋଟିଏ ଲେଖାଏଁ ଚକ। ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତାବକୁ ଗ୍ରହଣ କରିଛନ୍ତି। ଲୋକସଭା ବାଚସ୍ପତି ଓମ୍ ବିର୍ଲା ସଂସଦରେ ତିନି ରଥର ଗୋଟିଏ ଲେଖାଏଁ ଚକ ରଖିବା ପାଇଁ ଶ୍ରୀମନ୍ଦିର ପ୍ରଶାସନର!-->…