୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ lମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ସେପ୍ଟେମ୍ବର ୧ ତାରିଖ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ lସାଧାରଣ ପ୍ରଶାସନ ଓ ସାଧାରଣ

କେବଳ ଭୁବନେଶ୍ୱର ନୁହଁ, ମହିଳାଙ୍କ ପାଇଁ ଆଜି ସାରା ଓଡ଼ିଶା ସୁରକ୍ଷିତ : ଆଇନମନ୍ତ୍ରୀ

ଦେଶବ୍ୟାପୀ ୩୧ ସହରରୁ ୧୨,୭୭୦ ମହିଳାଙ୍କୁ ସର୍ଭେରେ ସାମିଲ କରାଯାଇଥିଲା। ସେମାନଙ୍କ ମତାମତ ଆଧାରରେ ପ୍ରସ୍ତୁତ ହୋଇଥିବା ଜାତୀୟସ୍ତରୀୟ ସୂଚକାଙ୍କ ଗୁରୁବାର ପ୍ରକାଶ ପାଇଥିଲା। ତେବେ ନାରୀ ସୁରକ୍ଷା ଜାତୀୟ ରିପୋର୍ଟକୁ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି ।

ଆସନ୍ତା ୩ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ଆଇନ ମନ୍ତ୍ରୀ

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ସୂଚନା । ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ।ଧାଡ଼ି ଦର୍ଶନ ଆବଶ୍ୟକତା ନେଇ ବିସ୍ତୃତ ଆଲୋଚନା ହେବ' ।ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ନୂତନ କମିଟିର ଏହା ପ୍ରଥମ ବୈଠକ ।

ଆଜି ଜାତୀୟ କ୍ରୀଡ଼ା ଦିବସ

ପ୍ରତିବର୍ଷ ଅଗଷ୍ଟ ୨୯ ତାରିଖକୁ ଭାରତୀୟ ହକିର ପ୍ରବାଦ ପୁରୁଷ ମେଜର୍ ଧ୍ୟାନଚାନ୍ଦଙ୍କ ଜନ୍ମଦିବସକୁ ‘ଜାତୀୟ କ୍ରୀଡ଼ା ଦିବସ’ ଭାବେ ପାଳନ କରାଯାଉଛି। ଜୀବନରେ କ୍ରୀଡ଼ାର ଗୁରୁତ୍ବପୂର୍ଣ୍ଣ ଭୂମିକା ବାବଦରେ ଏହି ଦିବସ ସଚେତନ କରାଇଥାଏ। ଏହାସହ ସ୍ବାସ୍ଥ୍ୟ ସଚେତନ ଦୃଷ୍ଟିରୁ ବିଭିନ୍ନ କ୍ରୀଡ଼ାରେ

ଜଗତସିଂହପୁର ଜ଼ିଲ୍ଲା ମା ସାରଳା ଟେଣ୍ଡ ହାଉସ ମାଲିକ ସଂଘ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ

ଜଗତସିଂହପୁର ତା =29/8/25ଜଗତସିଂହପୁର ଜ଼ିଲ୍ଲା ମା ସାରଳା ଟେଣ୍ଡ ହାଉସ ମାଲିକ ସଂଘ ର ସଦସ୍ୟ ତଥା ବାଲିକୁଦା କଣିଆ ସ୍ଥିତ ପାର୍ବତୀ ଡେକୋରେଟର ଆଣ୍ଡ ସପ୍ଲାୟର୍ସର ମାଲିକ ପ୍ରଭାକର ସାହୁ ଙ୍କ ର ହଠାତ ଦେହ ଅସୁସ୍ଥ ହେବାରୁ କଟକ ବଡ଼ ଡାକ୍ତର ଖାନରେ ଚିକିତ୍ସା ହେଉଥିବା ବେଳେ ସେଠାରେ

ଆସନ୍ତା ୭ ତାରିଖରେ ଚନ୍ଦ୍ରଗ୍ରହଣ,ରାଜ୍ୟ ପାଇଁ ଅଶୁଭ ବେଳା ?

୨୦୨୫ ସେପ୍ଟେମ୍ବର ୭ ପରେ ୨୦୨୬ ମାର୍ଚ୍ଚ ୩ । ମାତ୍ର ୬ ମାସ ବ୍ୟବଧ୍ୟାନରେ ସଂଗଠିତ ହେବାକୁ ଯାଉଛି ଦୁଇ ଦୁଇଟି ଚନ୍ଦ୍ର ଗ୍ରହଣ । ଚଳିତ ଆର୍ଥିକ ବର୍ଷରେ ଦୁଇଟି ଚନ୍ଦ୍ର ଗ୍ରହଣ ପଡ଼ୁଥିବାରୁ ଦ୍ଵନ୍ଦ୍ଵ ବଢ଼ୁଥିବା ବେଳେ ଭିନ୍ନ ମତ ରଖିଛନ୍ତି ଜ୍ୟୋତିର୍ବିଦ । ଆସନ୍ତା ସେପ୍ଟେମ୍ବର ୭ ତାରିଖ

ଭୁବନେଶ୍ବରରେ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଉଦଘାଟିତ

ଭୁବନେଶ୍ବରରେ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଉଦଘାଟିତ । ଏହି ସମ୍ମିଳନୀ ଉଦଘାଟନ କଲେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଏହି ସମ୍ମିଳନୀରେ ଉପସ୍ଥିତ ଅଛନ୍ତି । ଏଥିରେ ସାରା

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦୁର୍ବ୍ୟବହାର କରିଥିବା ବ୍ୟକ୍ତିଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ

ବିହାରର ଦରଭଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅପମାନଜନକ ଶବ୍ଦ ବ୍ୟବହାର କରିଥିବା ବ୍ୟକ୍ତିଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିହାରରେ ମହାଗଠବନ୍ଧନ ପକ୍ଷରୁ ଏକ ଭୋଟର ଅଧିକାର ଶୋଭାଯାତ୍ରା ବାହାର କରାଯାଉଛି। ସକାଳେ ରାଲି ସୀତାମାଢ଼ିରୁ ଦରଭଙ୍ଗାରେ

ନାବାଳିକାଙ୍କୁ ସଂସ୍କୃତ ଶିକ୍ଷକଙ୍କ ଅସଦାଚାରଣ ଅଭିଯୋଗ

ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି।ଥାନାରେ ଏତଲା ଦେଲେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ।କିଛି ଦିନ ଧରି ସଂସ୍କୃତ ଶିକ୍ଷକ ନାବାଳିକା ଛାତ୍ରୀଙ୍କୁ ଅସଦାଚାରଣ କରୁଥିବା ଛାତ୍ରୀମାନେ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଜଣାଇଥିଲେ । ସ୍କୁଲ ପ୍ରଶାସନ ପକ୍ଷରୁ

ଓଡ଼ିଶାରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର ବିମାନବନ୍ଦରରେ ଶୁକ୍ରବାର ପହଞ୍ଚିଛନ୍ତି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା। ଆଜି ଓଡ଼ିଶା ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହେବ। ଏହାକୁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଉଦ୍‌ଘାଟନ କରିବେ। ୧୯୯୪

ଜବରଦସ୍ତ ଚାନ୍ଦା ମାଗୁଥିବା ବ୍ୟକ୍ତି କିମ୍ବା ଅନୁଷ୍ଠାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ 

ପାର୍ବଣ ବେଳେ ଜବରଦସ୍ତ ଚାନ୍ଦା ମାଗୁଥିବା ବ୍ୟକ୍ତି କିମ୍ବା ଅନୁଷ୍ଠାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଡିଜିପି ନିର୍ଦ୍ଦେଶ ଦେବାପରେ କଟକ ପୁଲିସ ପକ୍ଷରୁ ଦୁଇଟି ମୋବାଇଲ୍‌ ନମ୍ବର ଜାରି ହୋଇଛି । କଲ୍ କରିବାକୁ ଚାହୁଁଥିବା ବ୍ୟକ୍ତି ୨ଟି ମୋବାଇଲ୍‌ ନଂ ୭୩୨୮୦୭୭୩୨୪, ୮୪୮୦୫୧୩୦୦୭

ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇଦେଲେ ଆଇନଜୀବୀ

ରାଜଧାନୀରେ ଅଭାବନୀୟ ଘଟଣା। ପେଟ୍ରୋଲ ଢ଼ାଳି ଜଳିଗଲେ ଯୁବକ। ପାଣ୍ଡରା ୧୮ ନମ୍ବର୍ ୱାର୍ଡ ଅଫିସ ପଛପଟେ ପେଟ୍ରୋଲ ଢ଼ାଳି ଜଳିଗଲେ ଯୁବକ। ମଞ୍ଚେଶ୍ୱର ଥାନା ପାଣ୍ଡରା ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା । ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି