ଆଜିର ରାଶିଫଳ(୨୯ ଅଗଷ୍ଟ, ୨୦୨୫)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ

ଇ-ବସ୍‍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନ

ଇ-ବସ୍‍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି । ବର୍ତ୍ତମାନ ୪୫୦ଟି ଇ-ବସ୍ ଚଳାଚଳ କରୁଥିବା ଏବଂ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦ ଅତିକ୍ରମ କରିବାକୁ ଯୋଜନା କରୁଥିବାରୁ, ସହରଗୁଡ଼ିକୁ ସ୍ୱଚ୍ଛ,

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ : ସେପ୍ଟେମ୍ବର ପହିଲାରୁ ପୁଣି ଭିଜିବ ଓଡ଼ିଶା

ରାଜ୍ୟ ଉପରେ ପୁଣି ଆଉ ଏକ ଘୂର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡିଶା ଉପକୂଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ପାଣିପାଗ ବୈଜ୍ଞାନିକ ଶରତ ସାହୁ । ଯାହା ଫଳରେ ସେପ୍ଟେମ୍ବରରୁ ପହିଲାରୁ ରାଜ୍ୟରେ ଜାରି ରହିବ ବର୍ଷା ପୁଣି

ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ।ମୃତଦେହ ନିକଟରୁ ମୋବାଇଲ୍‌ ନେଇ ଛୁ ମାରିଲେ ଯୁବତୀ

ବଡ଼ଗଡ଼ ବ୍ରିଟ କଲୋନୀରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ। ଝୁଲନ୍ତା ଅବସ୍ଥାରେ ଉଦ୍ଧାର କଲା ପୁଲିସ। ଘଟଣାରେ ଦୁଇ ଜଣ ଯୁବତୀଙ୍କୁ ସନ୍ଦେହ କରାଯାଉଛି। ଝୁଲନ୍ତା ଅବସ୍ଥାରେ ମିଳିଥିବା ଏହି ଯୁବକଙ୍କ ମୃତଦେହ ନିକଟରୁ ଦୁଇ ଯୁବତୀ ମୋବାଇଲ୍‌ ଫୋନ୍‌ ନେଇ ଏକ ସ୍କୁଟିରେ ପଳାଇଥିବା ଅଭିଯୋଗ ହୋଇଛି।

କୁମ୍ଭୀରଖଣି ବୃତଙ୍ଗ ନଦୀରେ କୁମ୍ଭୀର ଆତଙ୍କ, ନଦିକୁ ନ ଯିବାକୁ ସଚେତନ କଲା ବନବିଭାଗ

ଗଣିଆ : ( ବିଶ୍ୱରଂଜନ ସେଠି) ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ ଛାମୁଣ୍ଡିଆ ବନାଞ୍ଚଳର କୁମ୍ଭୀରଖଣି ନିକଟ ବୃତଙ୍ଗ ନଦୀରେ ଏକ ଘଡିଆଳ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀରକୁ ଦେଖି ଲୋକମାନ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି । କୁମ୍ଭୀରଖଣି ଗ୍ରାମର ଲୋକମାନେ ପ୍ରତିଦିନ

 ରୁଟି, କ୍ଷୀର, ଛେନା ଭଳି ଖାଦ୍ୟ ଉପରେ ଛାଡ଼ ହେବ ଜିଏସଟି

ଅଗଷ୍ଟ ୧୫ ତାରିଖରେ ଲାଲକିଲ୍ଲାରୁ ପିଏମ୍‌ ଘୋଷଣା କରିଥିଲେ GST ସଂସ୍କାର । ଆଉ କହିଥିଲେ ଯେ ଏହି ସଂସ୍କାରଗୁଡ଼ିକ ଦୀପାବଳି ପୂର୍ବରୁ ଲାଗୁ କରାଯିବ । ଆସନ୍ତା ସପ୍ତାହରେ ବସିବାକୁ ଯାଉଛି GST ପରିଷଦ ବୈଠକ । ବିଶେଷକରି ୫ ପ୍ରତିଶତରୁ ୧୮ ପ୍ରତିଶତ ଜିଏସଟି ଲାଗୁ ହୋଇଥିବା ଖାଦ୍ୟ ଉପରୁ

ୟୁଟ୍ୟୁବ୍‌ ଚ୍ୟାନେଲ୍‌ରେ ପ୍ରବଚନ ଦେଉଥିବା ଭଣ୍ଡ ପ୍ରବଚକ ଗିରଫ

ୟୁଟ୍ୟୁବ୍‌ ଚ୍ୟାନେଲରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଗିରଫ ହୋଇଛନ୍ତି। ଯୁବକ ଜଣକ କଟକର ବାସିନ୍ଦା । ସେ ଏକ ୟୁଟ୍ୟୁବ୍‌ ଚ୍ୟାନେଲରେ ପ୍ରବଚନ ଦେଉଥିଲେ। ଚୋରି କରିବା ଅପରାଧ, ଏହାକୁ କିପରି ରୋକା ଯାଇ ପାରିବ ସେସମ୍ପର୍କରେ ଲୋକମାନଙ୍କୁ ପ୍ରବଚନ ଦେଉଥିଲେ। ମାତ୍ର ନିଜେ ଚୋରି କରି

ରାଜକୀୟ ଢଙ୍ଗରେ ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସରେ ନୁଆ ଖାଇଛନ୍ତି ରାଜପରିବାର

ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଇଷ୍ଟଦେବୀଙ୍କୁ ଲାଗି ହେଲା ନବାନ୍ନ। ସମ୍ବଲପୁର ଅଧିଷ୍ଠାତ୍ରୀ ମା’ ସମଲେଶ୍ବରୀଙ୍କୁ ନବାନ୍ନ ଲାଗି କରାଯାଇଛି । ନବାନ୍ନ ଲାଗି ସମୟରେ ମାଆଙ୍କୁ ନୂଆ ଧାନରେ ଅନ୍ନ ଲାଗି କରାଯିବା ସହ ମହାଆଳତି

ରାଜଭବନରେ ନୂଆଁଖାଇ ପାଳିତ!

ରାଜଭବନରେ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଳିତ ହୋଇଛି ।ଆଜି ରାଜଭବନର ଅଭିଷେକ ହଲଠାରେ ଅନୁଷ୍ଠିତ ଏହି ପର୍ବରେ ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମପାଟି ଇଷ୍ଟଦେବୀ ମା ସମଲେଶ୍ଵରୀଙ୍କର ପୂଜାର୍ଚ୍ଚନା କରି ନୂଆ ଧାନ

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଗର୍ଭବତୀ କରାଇ ମାମୁ ପୁଅ ଭାଇ ଗିରଫ

କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଓସ୍ତପୁରା ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ । ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାମୁତାବକ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ସ୍କୁଲ କତ୍ତୃପକ୍ଷଙ୍କ ନଜରକୁ ଆସିଥିଲା। ଏହାପରେ ସ୍କୁଲ

ନୂଆଁଖାଇ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଗଣପର୍ବ ‘ନୂଆଁଖାଇ’ ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା କ୍ଷେତ୍ରୀୟ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ମାନେଶ୍ୱର ବ୍ଲକ ସିନ୍ଦୁରପଙ୍କ ଅଞ୍ଚଳର ଶ୍ୟାମସୁନ୍ଦର ପତିଙ୍କ ବାସଭବନରେ ନବାନ୍ନ ଖାଇ ନୂଆଁଖାଇ ପର୍ବ ପାଳନ କରିଛନ୍ତି । ଏଥିଲାଗି ସେ ଶ୍ୟାମସୁନ୍ଦର ପତିଙ୍କ ପରିବାରକୁ

ଆସନ୍ତାକାଲି ଓଡ଼ିଶା ଆସିବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଆସନ୍ତାକାଲି ଠାରୁ ଓଡ଼ିଶାରେ ଆୟୋଜିତ ହେବ ଦୁଇ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ଅଗଷ୍ଟ ୨୯ ଏବଂ ୩୦ ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ ସୂଚନା ଦେଲେ ବିଧାନସଭା ବାଚସ୍ପତି ସୁରମା ପାଢୀ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ