ବିହାର ନାଳନ୍ଦାରେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ଭୟରେ ୧ କି.ମି ଦୌଡିଲେ ନେତା

ବିହାର ନାଳନ୍ଦା ଜିଲ୍ଲାରେ ନୀତୀଶ ସରକାରଙ୍କ ମନ୍ତ୍ରୀ ତଥା ଜେଡିୟୁ ନେତା ଶ୍ରବଣ କୁମାରଙ୍କ ଉପରକୁ ଆକ୍ରମଣ । ଏହି ଆକ୍ରମଣରେ ତାଙ୍କର ଅଙ୍ଗରକ୍ଷୀ ଆହତ ହୋଇଛନ୍ତି । ଗ୍ରାମୀଣଙ୍କ କ୍ରୋଧରୁ ରକ୍ଷା ପାଇବା ପାଇଁ ମନ୍ତ୍ରୀ ଦୀର୍ଘ ୧ କିମି ବାଟ ଦୌଡିଥିଲେ । ଗ୍ରାମୀଣଙ୍କ ଆକ୍ରମଣରେ ପୋଲିସ

 ଧାନ ମଣ୍ଡିରେ ଦଲାଲଙ୍କୁ ବରଦାସ୍ତ କରାଯିବ ନାହିଁ: କୃଷି ମନ୍ତ୍ରୀ

ପଞ୍ଜୀକରଣ ଅବଧି ବୃଦ୍ଧି କରିବା ଦାବି ଭିତରେ ଧାନ ବେପାରୀଙ୍କୁ ଚରମବାଣୀ ଶୁଣାଇଛନ୍ତି କୃଷି ମନ୍ତ୍ରୀ । ସେ କହିଛନ୍ତି ଧାନ ମଣ୍ଡିରେ ଦଲାଲଙ୍କୁ ବରଦାସ୍ତ କରାଯିବ ନାହିଁ । ଛତିଶଗଡ଼ର ଚାଷୀଙ୍କ ଧାନ ଓଡ଼ିଶାର ମଣ୍ଡିରେ ବିକ୍ରି କରୁଥିବା କେହି ଧରା ପଡ଼ିଲେ କ୍ଷମା କରାଯିବ ନାହିଁ । ସିଧାସଳଖ

କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ଛାତ

କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ପୁରୁଣା କାନ୍ଥ ଛାତ । ପ୍ଲାର୍ଟଫର୍ମ ୧ରେ ଭୁଶୁଡି ପଡିଛି । ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି । ତେବେ ଏହି ଘଟଣାରେ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡିଛି ।ଏହି

ଚାଷୀ ପଞ୍ଜୀକରଣ ଅବଧି ବଢ଼ିବ: ମୁଖ୍ୟମନ୍ତ୍ରୀ ମୋହନ ମାଝି

ଚାଷୀ ପଞ୍ଜୀକରଣ ଅବଧି ବଢ଼ିବ। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ତେବେ କେତେ ଦିନ ବଢ଼ିବ ଖୁବ ଶୀଘ୍ର ଘୋଷଣା ହେବ ବୋଲି ସେ କହିଛନ୍ତି। ଆଉ ସପ୍ତାହେ ବଢାଇବାକୁ ପ୍ରସ୍ତାବ ଦେଇଥିଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ । ଉପମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ

ପୁଣି ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା

ପୁଣି ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା । ଗର୍ଭ ଗୃହରେ ଫଟୋ ଉଠାଉଥିବାବେଳେ ଧରାପଡ଼ିଲେ ଜଣେ ପର୍ଯ୍ୟଟକ । ହିଡେନ୍ କ୍ୟାମେରା ନେଇ ମନ୍ଦିର ମଧ୍ୟ ପ୍ରବେଶ କରିଥିବା ବ୍ୟକ୍ତି ଜଣକ ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳର ଅରୂପ ରାୟ ବୋଲି ଜଣାପଡିଛି ।ପୂର୍ବରୁ ମଧ୍ୟ ପଶ୍ଚିମବଙ୍ଗର ଜଣେ ଯୁବକ

ଡିସେମ୍ବର ସୁଦ୍ଧା ସରିବ ସୀମା ନିର୍ଦ୍ଧାରଣ: ରାଜସ୍ୱ ମନ୍ତ୍ରୀ

ଆସନ୍ତା ଡିସେମ୍ବର ସୁଦ୍ଧା ସରିବ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସୀମା ନିର୍ଦ୍ଧାରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି, ଜନଗଣନା ପୂର୍ବରୁ ସରିବ । କମିଶନ ବସିବ, ସବୁ କାମ ପାଇଁ ମାନଦଣ୍ଡ ପ୍ରସ୍ତୁତ କରାଯାଇଛି । ଜନଗଣନା ଆରମ୍ଭ ହେଲେ

ସେପ୍ଟେମ୍ବର ୧ରୁ ବଦଳିବ ଏହିସବୁ ନିୟମ

ସେପ୍ଟେମ୍ବର ୧ରୁ ଟଙ୍କା ଏବଂ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ବଡ଼ ପରିବର୍ତ୍ତନ ଘଟିବାକୁ ଯାଉଛି। ସରକାର ରୂପା ଉପରେ ନୂତନ ନିୟମ ଆଣୁଛନ୍ତି, ଯାହା ଅଧୀନରେ ଏହାର କ୍ରୟ ଏବଂ ବିକ୍ରୟରେ ଅଧିକ ସ୍ବଚ୍ଛତା ରହିବ। ଏବେ ରୂପା ଅଳଙ୍କାର ଉପରେ ହଲମାର୍କିଂ ପାଇଁ ମଧ୍ୟ ପ୍ରସ୍ତୁତି କରାଯାଉଛି।

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଟଙ୍କା

ଚାଷୀଙ୍କୁ ନୂଆଖାଇ ଭେଟି। ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ତୃତୀୟ କିସ୍ତି। ଡିବିଟି ଜରିଆରେ ହେଲା ୧୦୪୧ କୋଟି ଟଙ୍କା ଟ୍ରାନ୍ସଫର୍।ଚାଷୀଙ୍କ ଖାତାକୁ ଗଲା ୨ ହଜାର ଲେଖାଏଁ ଟଙ୍କା ।ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି।ଚଳିତ ବର୍ଷ ରେକର୍ଡ

ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ

ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି। ଆର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି ସଙ୍ଗୀନ ଅଭିଯୋଗ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।ଏହା ସହ ସଂଦେହଜନକ ସଂପତ୍ତି କାରବାର, ଟ୍ରଷ୍ଟ ନାଁରେ ବିଦେଶରୁ ଟଙ୍କା ଆଣିବା, ବିମୁଦ୍ରୀକରଣ ବେଳେ

ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା

ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନାଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଏଥିସହ ଚଳିତ ବର୍ଷ କିଛି

IPLରୁ ଅଶ୍ୱିନ୍‌ଙ୍କ ଅବସର

ଦଶନ୍ଧିରୁ ଅଧିକ ସମୟ ଧରି ଏକ ଉଲ୍ଲେଖନୀୟ କ୍ୟାରିଅର ହାସଲ କରିବା ପରେ ଭାରତୀୟ ଅଭିଜ୍ଞ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଏକ୍ସ ପୋଷ୍ଟରେ ଅବସର ନେଇ ଘୋଷଣା କଲେ ଅଶ୍ୱିନ୍ । ତେବେ ସେ ଅନ୍ୟାନ୍ୟ ଟି-20 ଫ୍ରାଞ୍ଚାଇଜ୍

ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକ ଗିରଫ

ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର ସରିତା ବାରିକ ଲାଞ୍ଚ ନେଇ ଧରାପଡିବା ପରେ ଗିରଫ କଲା ଭିଜିଲାନ୍ସ ଟିମ୍ । ରେଡ୍ ବେଳେ ଘରୁ ମିଳିଲା ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା । ୬୦ ଲକ୍ଷର ଡିପୋଜିଟ୍ ସହ ୨୨୨ ଗ୍ରାମ ସୁନା ଗହଣା ଠାବ କରିଛି ଭିଜିଲାନ୍ସ ଟିମ୍ । ସୂଚନାମୁତାବକ ଲାଞ୍ଚ ନେଉଥିବା ବେଳେ