୧୫ ଦିନ ପରେ ରାଜ୍ୟ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ
ଆନ୍ଦୋଳନରୁ ଓହରଲେ ଅମଲା କର୍ମଚାରୀ । ୧୫ ଦିନ ପରେ ଆଜି କାର୍ଯ୍ୟରେ ଯୋଗ ଦେବେ ଅମଲା । କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳମାନଙ୍କୁ ରାଜସ୍ବ ବିଭାଗର ଚିଠି ପରେ ଆଜି ଆନ୍ଦୋଳନ ପ୍ରତ୍ୟାହୃତ ନେଇ ଘୋଷଣା କରିଛନ୍ତି ଅମଲା ସଂଘ ସଭାପତି ।ବନ୍ୟା ପରିସ୍ଥିତି ଓ ପଶ୍ଚିମ ଓଡ଼ିଶାର ଗଣପର୍ବ!-->…