କୁକୁରଙ୍କ ସଂଖ୍ୟା ଜାଣିବା ପାଇଁ ରାଜଧାନୀରେ ହେବ ଡଗ୍ ସେନସସ
ରାଜଧାନୀ ଭୁବନେଶ୍ୱରରେ ହେବ ଉଭୟ ବୁଲା ଏବଂ ପୋଷା କୁକୁରର ଗଣନା। ଏନେଇ ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ। ସେ କହିଛନ୍ତି ଯେ, କୁକୁରଙ୍କ କାନରେ ଟ୍ୟାଗ ଲଗାଯିବ। ଏହାର ସବୁ ତଥ୍ୟ ବିଏମସି ପାଖରେ ରହିବ।ସୁପ୍ରିମକୋର୍ଟଙ୍କ ନିଷ୍ପତି ସ୍ଵାଗତ ଯୋଗ୍ୟ ବୋଲି କହିଛନ୍ତି ମେୟର!-->…