ପ୍ରାଥମିକ ଶିକ୍ଷା ପାଇଁ ରାଜ୍ୟରେ ରହିବ ଗୋଟିଏ ବୋର୍ଡ

ଆସନ୍ତା ୩ ବର୍ଷରେ ରାଜ୍ୟରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ । ଏଭଳି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୪୫ ହଜାର ଶିକ୍ଷକ ପଦବୀ ମଧ୍ୟରୁ ୪୦ ହଜାର ନୂତନ ପଦବୀ ସୃଷ୍ଟି ହେବ । ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟ

ଆଜିର ରାଶିଫଳ(୨୨ ଅଗଷ୍ଟ, ୨୦୨୫)

ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା

ଆଇପିଏସ୍‌ ଅଫିସର୍ ସ୍ତରରେ ଆଜି ଏକ ବଡ଼ ଧରଣର ଅଦଳ ବଦଳ

ଆଇପିଏସ୍‌ ଅଫିସର୍ ସ୍ତରରେ ଆଜି ଏକ ବଡ଼ ଧରଣର ଅଦଳ ବଦଳ କରାଯାଇଛି। ୧୮ ଜଣ ବରିଷ୍ଠ ଆଇପିଏସ୍‌ଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।ପିନାକ ମିଶ୍ର ହେଲେ ପୋଲିସ ଇଷ୍ଟର୍ଣ୍ଣ ରେଞ୍ଜ୍‌ ଡିଆଇଜି । ପୁରୀ ଏସପି ହେଲେ ପ୍ରତୀକ ସିଂ ।ସେହିପରି ସନ୍ତୋଷ

ବିରଳ ପ୍ରଜାତି ଗୋଧିକୁ ମାରି ଖାଇବାର ଭିଡିଓ ଭାଇରାଲ! ଅଭିଯୁକ୍ତ ୟୁଟ୍ୟୁବର ଗିରଫ

ବିରଳ ପ୍ରଜାତି ଗୋଧିକୁ ମାରି ଖାଇବାର ଭିଡିଓ ଭାଇରାଲ ଘଟଣାରେ ବନ ବିଭାଗର କଡ଼ା କାର୍ଯ୍ୟାନୁଷ୍ଠାନ । ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଅନୁସାରେ ଅଭିଯୁକ୍ତ ୟୁଟ୍ୟୁବର ଗିରଫ । ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡାର ଗ୍ରାମର ବୋଲି ଜଣାପଡିଛି |ଗୋଧିକୁ ଧରିବା ପରେ ହତ୍ୟାକରି ରୋଷେଇ କରିଥିଲା ଅଭିଯୁକ୍ତ

ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କର ଅସ୍ତ୍ରୋପଚାର ସଫଳ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କର ଆଜି ସଫଳ ଅସ୍ତ୍ରୋପଚାର ସରିଛି। ଏସସିବି ମେଡିକାଲ କଲେଜ ହସ୍ପିଟାଲର ସର୍ଜରୀ ବିଭାଗର ପ୍ରଫେସର ଡା. ଏଲ. ଭି. ଗୌରୀ ଏହି ଅସ୍ତ୍ରୋପଚାର କରିଛନ୍ତି। ସକାଳ ୧୧ ଘଟିକାରୁ ଆରମ୍ଭ ହୋଇଥିବା ଏହି ଅସ୍ତ୍ରୋପଚାର ପ୍ରାୟ ୪୫

ଧାନ ଛଡା ଅନ୍ୟ ଫସଲକୁ ବି ମିଳିବ ପ୍ରୋତ୍ସାହନ-ରାଜସ୍ୱ ମନ୍ତ୍ରୀ  

ଧାନ ଛଡା ଅନ୍ୟ ଫସଲକୁ ବି ମିଳିବ ପ୍ରୋତ୍ସାହନ । ଏନେଇ ସରକାର ଯୋଜନା କରୁଥିବା କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଛା ୨୩ଶହ ଟଙ୍କା ରହିଥିବା ବେଳେ ବୋନସ ବାବଦକୁ ୮ଶହ ଟଙ୍କା । ଏବେ ଧାନ କ୍ବିଣ୍ଟାଲ ଜଣେ ଚାଷୀ ୩୧ଶହ ଟଙ୍କା

ଉପାନ୍ତ ଅଞ୍ଚଳରେ ମ୍ୟାଲେରିଆ ସଚେତନତା କାର୍ଯ୍ୟକ୍ରମ

ଗଣିଆ: ( ବିଶ୍ୱରଂଜନ ସେଠି) ଉପାନ୍ତ ଅଞ୍ଚଳରେ ମ୍ୟାଲେରିଆ ମୁକ୍ତ ପାଇଁ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଆରମ୍ଭ କରାଯାଇଛି ସଚେତନତା ଅଭିଯାନ। ନୟାଗଡ଼ ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଥିବା ଅପହଞ୍ଚ ଇଲାକା ବଡସିଲିଙ୍ଗା ପଂଚାୟତର ଜାନକାଝୋଲା, ରେକାଡି , ବେଦାଡି, କୁମୁରି ଗ୍ରାମରେ

ଶିଶୁ ମନ୍ଦିରରେ ନିଶା ସେବନର କୁପ୍ରଭାବ ଓ ପ୍ରତିକାର

ଗଣିଆ - ( ବିଶ୍ୱରଂଜନ ସେଠି) ଗୁରୁବାର ଦିନ ଗଣିଆ ବ୍ଲକ ସ୍ଥିତ ସରସ୍ବତୀ ଶିଶୁ ମନ୍ଦିରପ୍ରତିକାର ଉପରେ ଏକ ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ନିରଞ୍ଜନ ମହାପାତ୍ରଙ୍କ ତତ୍ଵାବଧାନରେ ମୁଖ୍ୟ ଅତିଥିଭାବେ ସହାପ୍ରାନ୍ତ ସେବା ପ୍ରମୁଖ ଓଡିଶା ପୂର୍ବ

ପ୍ରତି ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା !ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି 

ପାର୍ବଣରେ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା । ସମସ୍ତ ପୂଜା କମିଟିଙ୍କୁ ଅନୁରୋଧ କରାଯିବ । । ପାର୍ବଣ ସଂପର୍କିତ ସମନ୍ୱୟ ବୈଠକରେ ପୂଜା କମିଟି ମାନଙ୍କ ସହ ଏ ସଂକ୍ରାନ୍ତରେ ଆଲୋଚନା କରିବାକୁ ସମସ୍ତ ଜିଲ୍ଲାପାଳ, ଏସପିଙ୍କ ସମେତ କଟକ ଓ ଭୁବନେଶ୍ୱରର ଡିସିପିଙ୍କୁ ଚିଠି

କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ ‘ତୋରଣ’ କଟକଣା

କଟକ ଦୁର୍ଗାପୂଜା ପ୍ରସଙ୍ଗରେ ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟ କଟକଣା ଲଗାଇଛନ୍ତି । ଇଲେକ୍ଟ୍ରି ଗେଟ ନିର୍ମାଣ ଉପରେ ବି କଟକଣା ଜାରି କରିଛନ୍ତି ।ପୂଜା ସମୟରେ ରାସ୍ତା ଅବରୋଧ କରି ପେଣ୍ଡାଲ ତିଆରି ନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତୋରଣ ଗୁଡ଼ିକର ଉଚ୍ଚତା ଓ ସୁରକ୍ଷାକୁ ନେଇ

ଖୁବଶୀଘ୍ର ରାଜ୍ୟ ସରକାର ଘୋଷଣା କରିବେ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ନାଁ

ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଗତ ୧୬ ତାରିଖରେ ୧୨ଟି NAC ଘୋଷଣା ହୋଇଥିଲା। ଅନ୍ୟ ଯେଉଁ ଜିଲାରେ NAC ପାଇଁ ଦାବି ହେଉଛି, ସରକାର ସେନେଇ ବିଚାର କରୁଛନ୍ତି ବୋଲି କହିଛନ୍ତି ଗୃହ ଓ ନଗର ଉନ୍ନୟନ

ରାଜ୍ୟସଭାରେ ପାରିତ ହେଲା ଅନଲାଇନ୍ ଗେମିଂ ବିଲ୍ : ଏଣିକି ଜୁଆ ଖେଳିଲେ ୩ ବର୍ଷ ଜେଲ୍ 

ଅନଲାଇନ ଗେମିଂ ପ୍ରମୋସନ ଏବଂ ରେଗୁଲେସନ ବିଲ, ୨୦୨୫ ଗୃହୀତ ହୋଇଛି। କୌଣସି ବିତର୍କ ବିନା ହଟ୍ଟଗୋଳ ମଧ୍ୟରେ ଏହି ବିଲକୁ ମଞ୍ଜୁରୀ ଦିଆଯାଇଛି। ଏହାଦ୍ବାରା ବିଶେଷ କରି ମଧ୍ୟବିତ୍ତ ବର୍ଗର ପରିବାର ଉପକୃତ ହେବେ । ପ୍ରତିବର୍ଷ ହଜାର ହଜାର ପିଲା ଅନଲାଇନରେ ଗେମ୍ ଖେଳି ପ୍ରାଣ ହରାଉଛନ୍ତି ।