ପୁଣି ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଆସନ୍ତା ୩୧ ତାରିଖରେ ଏହି ପରୀକ୍ଷା ହେବାକୁ ଥିଲା

ପୁଣି ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଆସନ୍ତା ୩୧ ତାରିଖରେ ଏହି ପରୀକ୍ଷା ହେବାକୁ ଥିଲା । ହେଲେ ବର୍ତ୍ତମାନ ସମୟରେ ଏହି ପରୀକ୍ଷା ସ୍ଥଗିତ ରହିବା ନେଇ ସୂଚନା ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ । ସୂଚନାଯୋଗ୍ୟ, ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ବୋର୍ଡ

କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ଅଧିକାରୀମାନଙ୍କୁ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ପାଇଁ…

କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ଅଧିକାରୀମାନଙ୍କୁ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ପାଇଁ ବିଜ୍ଞପ୍ତି ଜାରି । କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରିକରି କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି

ହାତୀ ସଂରକ୍ଷଣ ନେଇ ଆସିବ ନୂଆ ନୀତି: ମୁଖ୍ୟମନ୍ତ୍ରୀ

ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳାକୁ ଗୁରୁବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି।ଏଠାରେ ହାତୀମାନଙ୍କ ଗବେଷଣା ପାଇଁ ଏକ ସ୍ବତନ୍ତ୍ର କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଏହି କେନ୍ଦ୍ରର ନାଁ

ସେପ୍ଟେମ୍ବରରେ ପୁଣି ଥରେ ଭାରତରେ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ

ସେପ୍ଟେମ୍ବରରେ ଭାରତରେ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବାକୁ ଯାଉଛି। ତେବେ ବ୍ଲଡ୍ ମୁନ୍ କେବଳ ଚନ୍ଦ୍ରଗ୍ରହଣ ସମୟରେ ଦେଖାଯାଏ ଏବଂ ଏହି ସମୟରେ ଚନ୍ଦ୍ର ଲାଲ ହୋଇଯାଇଥାଏ। ବ୍ଲଡ୍ ମୁନ୍ ଚନ୍ଦ୍ରଗ୍ରହଣ ୭ ସେପ୍ଟେମ୍ବର ୨୦୨୫ରେ ହେବାକୁ ଯାଉଛି। ଭାରତୀୟ ସମୟ (IST) ଅନୁଯାୟୀ ଏହା ରାତି ୮:୫୮ରେ

୩୫ ବର୍ଷ ଧରି ସାଇତି ରଖିଛନ୍ତି କର୍ମୀ । କୋଟି ଟଙ୍କାର ପ୍ରଲୋଭନକୁ ପ୍ରତ୍ୟାଖ୍ୟାନ

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ତାଙ୍କ ଦଳର ଜଣେ କ୍ଷୁଦ୍ର କର୍ମୀଙ୍କୁ ଏପରି ଏକ ବିଶେଷ ଉପହାର ଦେଇଥିଲେ । ଯାହାକୁ ୩୫ ବର୍ଷ ଧରି ସାଇତି ରଖିଛନ୍ତି କର୍ମୀ । ଏହି ଚଷମା ପାଇଁ ତାଙ୍କୁ କୋଟି କୋଟି ଟଙ୍କାର ପ୍ରଲୋଭନ ଦିଆଯାଇଥିଲେ ମଧ୍ୟ ସେ ଏହାକୁ ବିକ୍ରି କରିବାକୁ ମନା

ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ -ରାଜସ୍ବ ମନ୍ତ୍ରୀ

ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ ସେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଉଠାଇଛନ୍ତି।ଓଡ଼ିଶା ବାତ୍ୟା ପ୍ରବଣ ହୋଇଥିବାରୁ ଆଗୁଆ ପାଣିପାଗ ସୂଚନା ହାସଲକୁ ଆଧୁନିକୀକରଣ ପାଇଁ

ବ୍ୟବହୃତ ଫୁଲରୁ ସୁଗନ୍ଧିତ ଧୂପକାଠି ତିଆରି କରି ବିକ୍ରି କରିବ BMC

ସାଂସ୍କୃତିକ ଚେତନାକୁ ସମ୍ମାନ ଦେବା ଏବଂ ପରିବେଶର ସୱଚ୍ଛତା ବୃଦ୍ଧି ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି.) ଫୁଲ ଏବଂ ପୂଜା ବର୍ଜ୍ୟରେ ଉପଯୁକ୍ତ ସଂଗ୍ରହ ଏବଂ ପ୍ରକ୍ରିୟାକରଣ ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି।କେବଳ ଫୁଲ ଏବଂ ପୂଜା ବର୍ଜ୍ୟ ସଂଗ୍ରହ ଉଦ୍ଦେଶ୍ୟରେ ପ୍ରତ୍ୟେକ

ଓଡ଼ିଶାରେ ମୁକ୍ତିଲାଭ କରିଥିବା ପାଞ୍ଚଟି ସିନେମା ହେବ ଟାକ୍ସ ଫ୍ରି

ଓଡ଼ିଶାରେ ମୁକ୍ତିଲାଭ କରିଥିବା ୫ଟି ସିନେମାର କର ଫେରସ୍ତ ହେବାକୁ ନିଷ୍ପତ୍ତି ହୋଇଛି । ୩ ହିନ୍ଦୀ ସିନେମା ସମେତ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ଓ ‘ଡେଲିଭରୀ ବଏ’ ସିନେମାକୁ ମିଳିବ ପ୍ରତିପୂରଣ ରାଶି ।ଏନେଇ ସିଟି ଜିଏସଟି କମିଶନର ଓ ଅର୍ଥ ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ।

ଆକ୍ରମଣ ପରେ ବଢିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା

ଆକ୍ରମଣ ପରେ ବଢିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା । ରେଖା ଗୁପ୍ତାଙ୍କୁ Z କ୍ୟାଟଗୋରୀ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର ।CRPF ଗତକାଲି ରାତିରୁ Z ବର୍ଗର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସୁରକ୍ଷା ଦାୟିତ୍ୱ ନେଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କେନ୍ଦ୍ରୀୟ

ସ୍ୱତନ୍ତ୍ରOTET ପ୍ରଶ୍ନପତ୍ର ପ୍ରଘଟ ମାମଲା: ଆଜି ରିମାଣ୍ଡରେ ଆସିବେ ଆଉ ଦୁଇ ଅଭିଯୁକ୍ତ

ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଗୁରୁବାର ରିମାଣ୍ଡରେ ଆସିବେ। ଚୌଦ୍ବାର ଜେଲ୍‌ରୁ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରିବ। ଉଭୟ ପ୍ରଶ୍ନପତ୍ର ପ୍ରଘଟରେ କେଉଁ ଭୂମିକା ନିଭାଇ ଥିଲେ, କିଭଳି ଏହି

ମଦ୍ୟପାନ! ୬ଲେନ ରାସ୍ତା ଡିଭାଇଡର ରେ ପିଟି ଓଲଟିଗଲା କାର ଅଳ୍ପକେ ବଞ୍ଚିଲେ ଦୁଇ ଯୁବକ।

କୋଣାର୍କ:-21/08/2025 କୋଣାର୍କ ଚନ୍ଦ୍ରଭାଗା ୬ ଲେନେ ରାସ୍ତା ରେ ଚନ୍ଦ୍ରଭାଗା ଆଡୁ କୋଣାର୍କ ଅଭିମୁଖେ ଏକ ଟାଟା ଇଣ୍ଡି ଗୋ କାର ନଂ-OR-02-BY-8132 ରେ ଦୁଇଜଣ ଯୁବକ ମଦ୍ୟପାନ କରି ଦ୍ରୁତଗତିରେ ଆସୁଥିଲା ବେଳେ ହେଲି ପ୍ୟାଡ଼ ନିକଟ ଦୁର୍ଗାବାଡ଼ି ସମ୍ମୁଖ ରେ ଭାରସାମ୍ୟ ହରାଇ ୬ଲେନ ରାସ୍ତା

ସୁସ୍ଥ ହୋଇ ଘରକୁ ଫେରିଲେ ନବୀନ

ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇ ନବୀନ ନିବାସକୁ ଫେରିଛନ୍ତି। ଡିହାଇଡ୍ରେସନ ଯୋଗୁ ଗତ ୧୭ ଅଗଷ୍ଟ ଅପରାହ୍ନରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତି ହୋଇ ଚିକିତ୍ସା ନେଉଥିଲେ। ତେବେ ସେ