୪ ଦିନ ହେବ ମହିଳା ନିଖୋଜ ।ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ । ପୋଲିସର ତଦନ୍ତ କୁ ନେଇ ସନ୍ଦେହ ।

କୋଣାର୍କ:-21/08/2025 :-ଗତ ଚାରି ଦିନ ହେଲା ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ତାଳଦା ଅଂଚଳରୁ ଜଣେ ମହିଳା ନିଖୋଜ ଥିବା ବେଳେ ମହିଳା ଙ୍କ ଭାଇ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ ତାଙ୍କ ଭଉଣୀ କୁ ତାଙ୍କ ଭିଣେଇ ହତ୍ୟା କରି ଲୁଚାଇଥିବା ଲିଖିତ ଅଭିଯୋଗ କରିଛନ୍ତି।ଅସ୍ତରଙ୍ଗ ପୋଲିସ

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ କେନ୍ଦୁଝର, ମୟୂରବଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ବର ଓ ବୌଦ୍ଧକୁ

ଆଜିର ରାଶିଫଳ(୨୧ ଅଗଷ୍ଟ, ୨୦୨୫)

ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।✧═════•❁❀❁•═════✧ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ

ଲୋକପ୍ରିୟ ଅଭିନେତା ଅଚ୍ୟୁତ୍ ପରଲୋକ 

ପରଲୋକରେ ବହୁଚର୍ଚ୍ଚିତ ଫିଲ୍ମ ୩ ଇଡିୟଟ୍ସ ଫିଲ୍ମର ପ୍ରଫେସର। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ଲୋକପ୍ରିୟ ଅଭିନେତା ଅଚ୍ୟୁତ୍ ପୋତଦାର। ଚିକିତ୍ସାଧୀନ ଅବସ୍ଥାରେ ଥାଣେର ଜୁପିଟର ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି।୧୮ ଅଗଷ୍ଟରେ ତାଙ୍କୁ ମୁମ୍ବାଇର ଥାନେ ସ୍ଥିତ ଏକ ଡାକ୍ତରଖାନାରେ

fm କଲେଜ ଛାତ୍ରୀ ମୃତ୍ୟୁ ଘଟଣା।  ତିନିଦିନିଆ ରିମାଣ୍ଡରେ ଯିବେ ସମୀର ସାହୁ

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ।୩ ଦିନିଆ ରିମାଣ୍ଡ ଆବେଦନ ମଞ୍ଜୁର କଲେ ଜିଲ୍ଲା ଦୌରାଜଜ।ଏଫ୍‌ଏମ୍‌ ଛାତ୍ରୀ ଆତ୍ମହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ HOD ସମୀର ସାହୁ। ଜୁଲାଇ ୧୨ ତାରିଖରେ ସମୀରଙ୍କୁ କଲେଜ

ଦାଦାବଟି ପାଇଁ ସେବାୟତଙ୍କୁ ମାଡ଼

ଦାଦାବଟି ପାଇଁ ସେବାୟତଙ୍କୁ ମାଡ଼ ମରାଯିବା ଘଟଣା ସାମ୍ନାକୁ ଆସିଛି।ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ସମ୍ମୁଖରେ ଅଘଟଣ । ଗୁରୁତର ଆହତ ହେଉଛନ୍ତି ପ୍ରତାପ ମହାପାତ୍ର । ଦୋକାନରେ ବସିଥିବା ସମୟରେ ୨ ଜଣ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁତର ସେବାୟତଙ୍କୁ

ଏଣିକି ସମସ୍ତ ଶ୍ରେଣୀରେ ରହିବ ପାସ୍ ଫେଲ୍ ବ୍ୟବସ୍ଥା

ଏଣିକି ଷ୍ଟାଣ୍ଡାର୍ଡ ନଥିବ ପିଲା ପାସ୍ ହେଲା ପର୍ଯ୍ୟନ୍ତ ସେହି କ୍ଲାସ୍‌ରେ ରହିବେ। ପୂର୍ବ ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ନଥିଲା ବର୍ତ୍ତମାନର ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ରଖାଯାଇଛି। ପିଲା କ୍ଲାସ୍‌ରେ ଫେଲ୍ ହେଲେ ପୁନର୍ବାର କିଛି ଦିନ ଭିତରେ ପରୀକ୍ଷା ଦେଇ ପାସ୍ କରିବାକୁ ପଡ଼ିବ।

ବାଘୁଣୀ ଜୀନତ ଗର୍ଭବତୀ

ମହାରାଷ୍ଟ୍ରରରୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଆସିଥିବା ବାଘୁଣୀ ଜୀନତ ଗର୍ଭବତୀ ହୋଇଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ (ଏସଟିଆର) ଅଧିକାରୀମାନେ ବୁଧବାର ନିଶ୍ଚିତ କରିଛନ୍ତି।ସେ ବର୍ତ୍ତମାନ ପଞ୍ଚମ ମାସରେ ଗର୍ଭବତୀ ଅଛି। ସେ ନିୟମିତ ଭାବେ ସାମ୍ବାର, ଚିତଳ ଓ ବଣୁଆ ଘୁଷୁରୀ ଆଦି

ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ଷେପାଣସ୍ତ୍ର ଅଗ୍ନି – ୫

ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ଷେପାଣସ୍ତ୍ର ଅଗ୍ନି – ୫ । ଅବଦୁଲ କଲାମ ଦ୍ୱୀପରୁ ସଂଧ୍ୟା ୬ଟା ୩୦ରେ ଉତ୍‌କ୍ଷେପଣ ହେଲା । ଆଇସିବିଏମ୍ କାଟାଗୋରୀର ଦୂରଗାମୀ କ୍ଷେପଣାସ୍ତ୍ର ହେଉଛି ଅଗ୍ନି – ୫ । ପ୍ରତିରକ୍ଷା ବିଭାଗର ଷ୍ଟାଟେଜିକ୍‌ ଫୋର୍ସ କମାଣ୍ଡ ଏହି ମିସାଇଲକୁ ସଫଳତାର ସହିତ ପରୀକ୍ଷା

ନାବାଳିକା ଝିଅର ଅଶ୍ଳୀଳ ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ୭ ଯୁବକ ଗିରଫ

ଜିଲ୍ଲାର ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ୭ ଜଣ ଯୁବକଙ୍କୁ ଗିରଫ କରାଯାଇଛି । ଗିରଫ ପରେ ସମସ୍ତ ଅଭିଯୁକ୍ତଙ୍କ ଡାକ୍ତରୀ ପରୀକ୍ଷା ଏବଂ ଆଇନଗତ କାଗଜପତ୍ର ପୋଲିସ ଦ୍ୱାରା କରାଯାଇଥିଲା ବୋଲି କହିଛନ୍ତି ଆଇଆଇସି

ଲଗାତାର ୩୦ ଦିନ ଜେଲରେ ରହିଲେ ପଦ ହରାଇବେ ମନ୍ତ୍ରୀ

କେନ୍ଦ୍ର ସରକାର ପକ୍ଷରୁ ଲୋକସଭାରେ ଆଜି ୩ଟି ବିଧେୟକ ପାରିତ ହୋଇଛି । ଯେଉଁଥିପାଇଁ ଭାରତୀୟ ରାଜନୀତିରେ ବଡ଼ ପରିବର୍ତ୍ତନ ହୋଇପାରେ । ଲୋକସଭାରେ ଜୋରଦାର ହଙ୍ଗାମା ମଧ୍ୟରେ ୩ ସଂଶୋଧନ ବିଲ୍ ଉପସ୍ଥାପନ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଏହି ବିଲ୍‌ଗୁଡ଼ିକ—କେନ୍ଦ୍ରଶାସିତ ଅଞ୍ଚଳ

ସ୍ଵାଥ୍ୟ ଶିବିର ଓ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଗଣିଆ ( ବିଶ୍ୱରଂଜନ ସେଠି)ଗଣିଆ ସ୍ଥିତ ପି ଏମ ଶ୍ରୀ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠ ପରିସରରେ ବୁଧବାର ଅପରାହ୍ନରେ ସ୍ଵାସ୍ଥ୍ୟ ଶିବିର ଓ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସହଯୋଗରେ ଆୟୋଜିତ ଏଇ ଶିବିରରେ ଡାକ୍ତର